ଓଡିଶା

ଦନ୍ତା ଆକ୍ରମଣ,ଜଣେ ମହିଳା ମୃତ 

(କେଉଁଝର) : ଦନ୍ତା ଆକ୍ରମଣ,ଜଣେ ମହିଳା ମୃତ  କେନ୍ଦୁଝର ଜିଲ୍ଲା ତୋଲକୋଇ ବନାଞ୍ଚଳରେ ହାତୀ ଆକ୍ରମଣରେ ଆଜି ପୁଣି ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତକ ଜଣଙ୍କ ଜଣେ ୱାର୍ଡମେମ୍ବର ବୋଲି ଜଣାପଡିଛି।

ସୂଚନାନୁଯାୟୀ , ତେଲକୋଇ ବନାଞ୍ଚଳ ବନବିହାରୀପୁର ନୂଆଗାଁର ଉକ୍ତ ମହିଳା ଜଣକ ନିକଟସ୍ଥ ବଗିଚାକୁ ଆମ୍ବ ଗୋଟାଇବାକୁ ଯାଇଥିଲେ। ବଗିଚାରେ ଆମ୍ବ ଗୋଟାଉଥିବା ବେଳେ ଏକ ଦନ୍ତା ହାତୀ ତାଙ୍କୁ ଆକ୍ରମଣ କରିଥିଲା । ଦ୍ରୋପଦୀଙ୍କୁ ଶୁଣ୍ଢରେ ଆକ୍ରମଣ କରି ଫୋପାଡ଼ି ଦେଇ ପଳାଇଥିଲା। କିଛି ସମୟ ପରେ ଘରଲୋକେ ତାଙ୍କୁ ଉଦ୍ଧାର କରି ତେଲକୋଇ ମେଡିକାଲକୁ ଆଣିଥିଲେ ସେଠି ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।

Related posts

ବଢୁଛି ତାପମାତ୍ରା

mahabharatanews

ଶ୍ରୀଜୀଉଙ୍କୁ ଦର୍ଶନ କରିବେ ମୁଖ୍ୟ ଶାସନ ସଚିବ

mahabharatanews

ଆଇଏଏସଙ୍କୁ ରାଜ୍ୟ ସରକାରଙ୍କ ନୁଆ ବର୍ଷ ଭେଟି: ବହୁ ଅଧିକାରୀଙ୍କୁ ପଦୋନ୍ନତି

mahabharatanews