ଭାରତ

ଦିଲ୍ଲୀ-ଡେରାଡୁନ୍‌ ଶୁଭାରମ୍ଭ ହେଲା ‘ବନ୍ଦେ ଭାରତ ଏକ୍ସପ୍ରେସ୍‌’

( ଦିଲ୍ଲୀ) :  ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନ୍‌ଫରେନ୍‌ସିଙ୍ଗ ମାଧ୍ୟମରେ ଦିଲ୍ଲୀ (ଆନନ୍ଦ ବିହାର) ଡେରାଡୁନ୍‌ ‘ବନ୍ଦେ ଭାରତ ଏକ୍ସପ୍ରେସ୍‌’ ଚଳାଚଳ ଶୁଭାରମ୍ଭ କରିଛନ୍ତି।

ସୂଚନାନୁଯାୟୀ ,ଉତ୍ତରାଖଣ୍ଡକୁ ଚଳାଚଳ କରିବାରେ ଏହା ହେଉଛି ପ୍ରଥମ ‘ବନ୍ଦେ ଭାରତ ଏକ୍ସପ୍ରେସ୍‌’। ଟ୍ରେନ୍‌ ଚଳାଚଳ ଶୁଭାରମ୍ଭ ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ କହିଲେ, ଆଜି ଉତ୍ତରାଖଣ୍ଡ ତା’ର ପ୍ରଥମ ‘ବନ୍ଦେ ଭାରତ ଏକ୍ସପ୍ରେସ୍‌’ ପାଇଛି। ଏହି ଟ୍ରେନ୍‌ ଲୋକମାନଙ୍କର ଯାତାୟାତ ସମୟ ହ୍ରାସ କରାଇବ।

 

Related posts

କେଜ୍ରିୱାଲଙ୍କୁ ଦିଲ୍ଲୀ ହାଇକୋର୍ଟରୁ ଝଟକା 

mahabharatanews

ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୮୭୬ କୋଭିଡ୍-୧୯ ସଂକ୍ରମଣ: ୯୮ ମୃତ୍ୟୁ

mahabharatanews

ଅନୁପ୍ରବେଶ ବେଳେ ଧରାହେଲେଣି ୧୧

mahabharatanews