ଓଡିଶା

୨୮ରେ ଯୁକ୍ତ୨ ପରୀକ୍ଷା ଫଳ

ଆଗାମୀ ମେ’ ୨୮ ତାରିଖରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଯୁକ୍ତ ୨ ପରୀକ୍ଷା ଫଳ ତାରିଖ ଘୋଷଣା ହେବ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି।

ସୂଚନାନୁଯାୟୀ, ୨୮ ତାରିଖ ସଂଧ୍ୟାରେ ୨ ପରୀକ୍ଷା ଫଳ ତାରିଖ  ଘୋଷଣା କରାଯିବ। ପ୍ରଥମେ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ତାରିଖ ଘୋଷଣା ହେବ। ଏହାପରେ ପରେ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶିତ ହେବ। ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ଫଳ ମେ’ ୩୦ କିମ୍ବା ୩୧ତାରିଖରେ ପ୍ରକାଶ ପାଇବାର ସମ୍ଭାବନା ରହିଛି। ତେଣେ ଜୁନ ୮ ସୁଦ୍ଧା ଯୁକ୍ତ ୨ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି କୁହାଯାଉଛି।

 

 

Related posts

୬ରୁ BSKY ନବୀନ କାର୍ଡ ପାଇଁ ପଞ୍ଜୀକରଣ ଆରମ୍ଭ 

mahabharatanews

ହାତୀ ଦାନ୍ତ ରାକେଟ, ଗ୍ରାହକ ବେଶରେ ଯାଇ ୪ ଜଣଙ୍କୁ ବାନ୍ଧିଲା ବନବିଭାଗ

mahabharatanews

ଡିଭାଇଡରରେ ପିଟି, ଦୁଇ ବାଇକ୍ ଚାଳକ ମୃତ

mahabharatanews