ଓଡିଶା

ଆସନ୍ତାକାଲି ୧୧ଟାରେ ଯୁକ୍ତ୨ ଫଳାଫଳ

(ଭୁବନେଶ୍ୱର) :  ଆସନ୍ତାକାଲି ପୂର୍ବାହ୍ନ ୧୧ଟାରେ ପ୍ରକାଶ ପାଇବ +୨ ରେଜଲ୍ଟ । କାଲି ବାଣିଜ୍ୟ ଓ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି ।

ସୂଚନାନୁଯାୟୀ , ଏଥର ମୋଟ୍ ୧୧୪୫ ପରୀକ୍ଷା କେନ୍ଦ୍ରରେ ସାଢେ ୩ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ ।କଳାରେ ୨ ଲକ୍ଷ ୧୯ ହଜାର ୧୧୦, ବିଜ୍ଞାନରେ ୯୧,୩୭୯, ବାଣିଜ୍ୟରେ ୨୩,୧୪୮ ଜଣ ଓ ଧନ୍ଦାମୂଳକ ଶିକ୍ଷାରେ ୫ ହଜାର ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ନେଇ ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି । ସୂଚନାଯୋଗ୍ୟ ଯେ, ଯୁକ୍ତ ୨ ଖାତା ଦେଖା ଏପ୍ରିଲ୍ ୧୦ ତାରିଖରୁ ଆରମ୍ଭ ହୋଇଥିଲା । ପ୍ରଥମ ପର୍ଯ୍ୟାୟ ମୂଲ୍ୟାୟନ ଅନଲାଇନ୍ ଖାତା ଦେଖା ହୋଇଥିଲା । ପ୍ରାୟ ୩ ହଜାର ଓ ଅଫଲାଇନରେ ପ୍ରାୟ ୫ ହଜାର ମୂଲ୍ୟାୟନକରୀ ନିୟୋଜିତ ହୋଇଥିଲେ ।

Related posts

5T ସଚିବଙ୍କ ବେଦବ୍ୟାସ ପୀଠ ପରିଦର୍ଶନ : ତୀର୍ଥ ଯାତ୍ରୀ ଓ ପର୍ଯ୍ୟଟକଙ୍କ ପାଇଁ ସୁବିଧା ସୁଯୋଗର ବିକାଶ ଯୋଜନା ପନ୍ଦର ଦିନ ମଧ୍ୟରେ ପ୍ରସ୍ତୁତ କରିବାକୁ କରିବେ ଜିଲ୍ଲାପାଳ

mahabharatanews

 ବିସ୍ଫୋରଣରେ ଜଣେ ମୃତ, ଜଣେ ନିଖୋଜ

mahabharatanews

ପ୍ରଥମ ମହିଳା ଅଧ୍ୟକ୍ଷା ଭାବେ ଓଡ଼ିଶା କୋଠାବାଡ଼ି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ଦାୟିତ୍ୱ ଗ୍ରହଣ କଲେ ଶ୍ରୀମୟୀ ମିଶ୍ର

mahabharatanews