ଓଡିଶା

 ଗତ ୨୪ ଘଣ୍ଟାରେ ଦେଶରୁ ୨୬୭ କରୋନା ସଂକ୍ରମିତ ଚିହ୍ନଟ 

(ଭୁବନେଶ୍ୱର) : ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି କାରଣ ସଂକ୍ରମଣ । ଗତ ୨୪ ଘଣ୍ଟାରେ ଦେଶରୁ ୨୬୭ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।  ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୨୭୦ ତଳେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ୪,୦୦୦ ତଳେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

ସୂଚନାନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୬୭ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨୬୭ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୯, ୯୧,୧୪୩ରେ ପହଞ୍ଚିଛି। ଗତ ୨୪ ‌ଘଣ୍ଟାରେ ୨ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୮୭୪କୁ ବୃଦ୍ଧି ପାଇଛି।

Related posts

ଅବ୍ୟବସ୍ଥା ଘେରରେ ସଂଗରୋଧ କେନ୍ଦ୍ର: ମୁହଁ ଫେରାଉଛନ୍ତି ସନ୍ଦିଗ୍ଧ

mahabharatanews

ଭଉଣୀ ପାଇଁ ଭାଇ ସାଜିଲା ହତ୍ୟାକାରୀ

mahabharatanews

ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ୨ ମୃତ ୪ ଗୁରୁତର

mahabharatanews