ଓଡିଶା

ଗତ ୨୪ ଘଣ୍ଟାରେ ଦେଶରୁ ୨୬୭ ନୂଆ ସଂକ୍ରମିତ ଚିହ୍ନଟ

(ଭୁବନେଶ୍ୱର) :  ଦିନକୁ ଦିନ ହ୍ରାସ ପାଇବାକୁ ଲାଗିଲାନି କାରଣ ସଂକ୍ରମଣଙ୍କ ସଂଖ୍ୟା ।ଗତ ୨୪ ଘଣ୍ଟାରେ ୨୬୭ ନୂଆ ସଂକ୍ରମିତ ଚିହ୍ନଟ ହୋଇଛି । ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୨୧୫ ତଳେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ୩,୦୦୦ ତଳେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

ସୂଚନାନୁଯାୟୀ,ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୧୪ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨୬୭ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୯, ୯୧,୧୪୩ରେ ପହଞ୍ଚିଛି। ଗତ ୨୪ ‌ଘଣ୍ଟାରେ କୌଣସି ମୃତ୍ୟୁ ରିପୋର୍ଟ କରାଯାଇ ନ ଥିବାରୁ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୮୮୪ରେ ଅପରିବର୍ତ୍ତିତ ରହିଛି।

 

Related posts

ଶ୍ରୀମନ୍ଦିରରେ ଆଜିଠୁ ମହାପ୍ରଭୁଙ୍କର କାର୍ତ୍ତିକ ନୀତି

mahabharatanews

ବିଷ ପିଇ ପରିବାରର ୩ ଜଣଙ୍କ ଆତ୍ମହତ୍ୟା ଉଦ୍ୟମ

mahabharatanews

ଖଣି ବିଭାଗ ପକ୍ଷରୁ ଚୋରା ବାଲି ବୋଝେଇ ହାଇୱା ଜବତ୍

mahabharatanews