ଓଡିଶା

କୁଆପଥର ଓ ଘୁର୍ଣ୍ଣିଝଡରେ କ୍ଷତିଗ୍ରସ୍ତ ୨୧ ଆଦିବାସୀ ପରିବାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ୬ ଲକ୍ଷ ୩୦ ହଜାର ଟଙ୍କା ସହାୟତା ଘୋଷଣା

ଭୁବନେଶ୍ୱର: ନିକଟରେ କୁଆପଥର ଓ ଘୂର୍ଣ୍ଣିଝଡରେ କ୍ଷତିଗ୍ରସ୍ତ କୋରାପୁଟ ନାରାୟଣପାଟଣା ବ୍ଲକ ଲଙ୍ଗଳବେଡା ପଞ୍ଚାୟତର କନକପୁଟ ଓ ଦଳେଇପେଟା ଗାଁର ୨୧ଟି ଅତ୍ୟନ୍ତ ଗରିବ ଆଦିବାସୀ ପରିବାରଙ୍କ ଘର ସମ୍ପୂର୍ଣ୍ଣ ଭାବରେ ନଷ୍ଟ ହୋଇଯାଇଛି। ସେମାନଙ୍କ ଘରର ପୁନଃନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ, ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ୬ ଲକ୍ଷ ୩୦ ହଜାର ଟଙ୍କା ମଞ୍ଜୁର କରିଛନ୍ତି । ପ୍ରତି କ୍ଷତିଗ୍ରସ୍ତ ପରିବାର ୩୦,୦୦୦ ଟଙ୍କା ଲେଖାଏ ସହାୟତା ପାଇବେ ।

Related posts

ସେବାୟତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ହାଇକୋର୍ଟରେ ମାମଲା

mahabharatanews

ଆଉ ୨ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ

mahabharatanews

ଭୁବନେଶ୍ୱର-ନୂଆଦିଲ୍ଲୀ ଟ୍ରେନ: ଚାହିଦାକୁ ଦୃଷ୍ଟିରେ ରଖି ବଢିଲା ୫ ବଗୀ

mahabharatanews