ଓଡିଶାଭାରତ

ମହା ଜନସମ୍ପର୍କ ଯାତ୍ରା: ୧୭ରେ ଢେଙ୍କାନାଳ ଆସିବେ ଶାହ

(ଦିଲ୍ଲୀ) :  ଆସନ୍ତା ୧୭ ତାରିଖରେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଢେଙ୍କାନାଳ ଆସିବେ।  ସେ ଢେଙ୍କାନାଳରେ ମହା ଜନସମ୍ପର୍କ ଯାତ୍ରାରେ ସାମିଲ ହେବେ ବୋଲି ବିଜେପି ପକ୍ଷରୁ ସୂଚନା ମିଳିଛି ।

ସୂଚନାନୁଯାୟୀ ,  ୯ ବର୍ଷ ଶାସନ କାଳରେ ମୋଦୀ ସରକାରଙ୍କ ଯୋଜନା ଚିତ୍ର ରଖିବେ। ତାଙ୍କସହ କେନ୍ଦ୍ର ସରକାରଙ୍କ ବରିଷ୍ଠ ମନ୍ତ୍ରୀ ଏବଂ ରାଜ୍ୟ ନେତୃତ୍ୱ ଉପସ୍ଥିତ ରହିବେ। ଏକ ବିଶାଳ ସମ୍ମିଳନୀରେ ସେ ଯୋଗଦାନ କରି ପ୍ରାୟ ୫୦ହଜାର ହିତାଧିକାରୀଙ୍କୁ ସମ୍ବୋଧନ କରିବେ। ଏହାସହ ଭାରତ ସରକାରଙ୍କ ଦ୍ୱାରା ପଦ୍ମ ପୁରସ୍କାର ପ୍ରାପ୍ତ ଏବଂ ଭାରତ ସରକାରଙ୍କ ଦ୍ୱାରା ସମ୍ମାନିତ ହୋଇଥିବା ବିଶିଷ୍ଟ ବ୍ୟକ୍ତି ବିଶେଷଙ୍କୁ ଭେଟିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି ।

Related posts

ଆର୍ଥିକ ପରିଚାଳନା କ୍ଷେତ୍ରରେ ଓଡ଼ିଶା ଦେଶର ନମ୍ବର-୧ ରାଜ୍ୟ: ଅର୍ଥମନ୍ତ୍ରୀ

mahabharatanews

ବାଇକକୁ ପିଟିଲା କାର, ୨ ଗୁରୁତର

mahabharatanews

ବୁଧବାର ଠାରୁ ୧୨ରୁ୧୪ ବର୍ଷ ବୟସ୍କ ପିଲାଙ୍କୁ ଦିଆଯିବ କୋଭିଡ୍ ଟୀକା

mahabharatanews