ଓଡିଶାପାଣିପାଗ

ଦୁଇରୁ ତିନିଦିନ ମଧ୍ୟରେ ଓଡ଼ିଶା ଛୁଇଁ ପାରେ ମୌସୁମୀ

ଭୁବନେଶ୍ୱର:ଦୁଇରୁ ତିନିଦିନ ମଧ୍ୟରେ ଓଡ଼ିଶା ଛୁଇଁ ପାରେ ମୌସୁମୀ ବାୟୁ ।ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳଛି ।ରାଜ୍ୟର କିଛି ଅଞ୍ଚଳକୁ ପଶ୍ଚିମବଙ୍ଗ ଏବଂ ଆନ୍ଧ୍ରପ୍ରଦେଶରୁ ମୌସୁମୀ ବାୟୁ ପ୍ରବେଶ ହୋଇଛି । ୨୦ରୁ ବଦଳିବ ପାଗ । ୨୧ରେ ପ୍ରାକ ମୌସୁମୀ ବର୍ଷା ସମ୍ଭାବନା ରହିଛି। ୨୧ରେ ସାରା ରାଜ୍ୟରେ ସ୍ୱଳ୍ପରୁ ମଧ୍ୟମ ଧରଣର ସହ କିଛି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆକାକଳ କରାଯାଉଛି। ୨୨ରୁ ବର୍ଷାର ପରିମାଣ ବଢିବ । ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ହିଟ ୱେଭ୍ ସ୍ଥିତି ନାହିଁ। କେବଳ ଆସନ୍ତାକାଲି ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲା ପାଇଁ ହିଟ୍ ୱେଭ ୱର୍ଣ୍ଣିଂ ଜାରି ହୋଇଛି।

Related posts

ସାଢ଼େ ୩ଟା ପରେ ବନ୍ଦ ରହିବ ମୋ ବସ୍

mahabharatanews

ସୁରୁଖୁରୁରେ ନୀତିକାନ୍ତି ସମ୍ପନ୍ନ: ଶ୍ରୀମନ୍ଦିର ଅଭିମୁଖେ ଯାତ୍ରା କରିବାକୁ ପ୍ରସ୍ତୁତ ତିନି ରଥ

mahabharatanews

ଆଗାମୀ ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ଗ୍ରୀଷ୍ମ ପ୍ରବାହ

mahabharatanews