ଓଡିଶା

୨ ତାରିଖରୁ ପୁଣି ବର୍ଷା ସହ ଘଡ଼ଘଡ଼ି

(ଭୁବନେଶ୍ୱର) :  ରାଜ୍ୟରେ ଏବେ ପାଗ ଶୁଖିଲା ରହିବାକୁ ଥିବା ବେଳେ ୨ ତାରିଖରୁ ପୁଣି ବର୍ଷା ଆରମ୍ଭ ହୋଇଯିବ। ତେବେ କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଧା, ପୁରୀ, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ କନ୍ଧମାଳ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ।ଭୁବନେଶ୍ବର ଓ ଆଖପାଖ ଅଞ୍ଚଳର ପାଗ ଆଂଶିକ ମେଘୁଆ ରହିବା ସହ କିଛି ବର୍ଷା ହୋଇପାରେ। ଦିନର ସର୍ବୋଚ୍ଚ ତାପମାତ୍ରା ୩୫ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୨୮ଡିଗ୍ରି ମଧ୍ୟରେ ରହିପାରେ।

ଅନ୍ୟପଟେ୩ ତାରିଖ ଦିନ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ମାଲକାନଗିରି , କୋରାପୁଟ, ରାୟଗଡ଼ା ଓ କନ୍ଧମାଳ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ।

 

 

 

 

Related posts

ସାଲେପୁର ସଦର ମହକୁମା ହାଇସ୍କୁଲ ପଡ଼ିଆରେ ଧୁମଧାମରେ ପାଳିତ ହୋଇଯାଇଛି ସାଧାରଣତନ୍ତ୍ର ଦିବସ

mahabharatanews

ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗର ବିକାଶ ପାଇଁ ସରକାର ପ୍ରତିଶୃତିବଦ୍ଧ: ମୁଖ୍ୟମନ୍ତ୍ରୀ

mahabharatanews

ଆମେରିକାର ଦୃଢିକରଣ ସର୍ବୋପରି ବିଶ୍ୱ ଭାତୃତ୍ୱ ଭାବ ପ୍ରତିଷ୍ଠା ଦିବରେ ଲୋକପ୍ରତିନଧି ଓ ପ୍ରଶାସନର ଗୁରୁତ୍ୱପୂର୍ଣ୍ଣ ଭୂମିକା ଉପରେ ଟିପଣୀ ଦେଇ ପ୍ରଶଂସିତ ହୋଇଛି ପୂବର୍ତନ ବିଧାୟକ ଅନୁଭବ ପଟ୍ଟନାୟକ

mahabharatanews