ଓଡିଶା

ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ପ୍ରଥମ କଟ୍ ଅଫ୍ ମାର୍କ ତାଲିକା

(ଭୁବନେଶ୍ୱର) : ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ପ୍ରଥମ କଟ୍ ଅଫ୍ ମାର୍କ ତାଲିକା । ଏହି ତାଲିକାରେ ସ୍ଥାନ ପାଇଥିବା ଛାତ୍ରଛାତ୍ରୀମାନେ ଆସନ୍ତାକାଲି (ଜୁଲାଇ ୭) ଠାରୁ ୧୩ ତାରିଖ ମଧ୍ୟରେ ନାମ ଲେଖାଇପାରିବେ। ଅଗଷ୍ଟ ୧ ତାରିଖରୁ ଆରମ୍ଭ ହେବ ପାଠପଢ଼ା।

ସୂଚନାନୁଯାୟୀ , ଗତ ମେ’ ମାସ ୨୯ ତାରିଖ ଠାରୁ ନାମଲେଖା ଆବେଦନ ଆରମ୍ଭ ହୋଇଥିବା ବେଳେ ଜୁନ୍ ୩୦ରେ ଶେଷ ହୋଇଥିଲା । ନାମଲେଖା ପ୍ରକ୍ରିୟା ଜୁଲାଇ ୨୯ ତାରିଖ ସୁଦ୍ଧା ଶେଷ କରାଯିବ। ପ୍ରତିବର୍ଷ ୩ ପ୍ରତିଶତରୁ ଅଧିକ କଟ ଅଫ୍ ମାର୍କ ବୃଦ୍ଧି ହେଉଛିଚଳିତ ବର୍ଷ ରେକର୍ଡ ସଂଖ୍ୟକ ମାଟ୍ରିକ ପାସହାର ହୋଇଛି । ତେଣୁ ଭଲ କଲେଜରେ ସିଟ୍ ମିଳିବ କି ନାହିଁ ଏନେଇ ଛାତ୍ରଛାତ୍ରୀ ଚିନ୍ତାରେ ଅଛନ୍ତି।

 

 

 

Related posts

ଧାନ ବିକ୍ରୀ ପାଇଁ ଆମ୍ବୁଲାନ୍ସରେ ଆସିଲେ ଚାଷୀ

mahabharatanews

୮୧ ଜଣ ଡାକ୍ତରଙ୍କ ନିଯୁକ୍ତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

mahabharatanews

ମାଲକାନଗିରି ବିଧାୟକ ପ୍ରଦାନ କଲେ କୋଭିଡ ଅସ୍ଥାୟୀ ସ୍ୱାସ୍ଥ୍ୟକେନ୍ଦ୍ର ପାଇଁ ୨୧ଲକ୍ଷ ଟଙ୍କା….

mahabharatanews