ଓଡିଶା

ପ୍ରବଳ ବର୍ଷା ସମ୍ଭାବନା ,:ଆସୁଛି ୨ଟି ଲଘୁଚାପ

 (ଭୁବନେଶ୍ୱର\) : ଚଳିତ ମାସରେ ଦୁଇଟି ଲଘୁଚାପ ହେବାର ସମ୍ବାବନା ରହିଛି । ୧୮ରୁ ୨୧ ମଧ୍ୟରେ ଉତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ହୋଇପାରେ । ଏହାର ପ୍ରଭାବରେ ରାଜ୍ୟରେ ମଧ୍ୟମରୁ ଅଧିକ ବର୍ଷା ହେବ । ସେହିପରି ମାସ ଶେଷରେ ପ୍ତାହରେ କେନ୍ଦ୍ରୀୟ ପୂର୍ବ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ହୋଇପାରେ । ଏହାର ପ୍ରଭାବରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ସୂଚନାନୁଯାୟୀ ,  ତେବେ ଆସନ୍ତା ୧୪ ତାରିଖରେ ବର୍ଷାର ପରିମାଣ ଓ ବିସ୍ତୃତି ବଢ଼ିବା ନେଇ  । ଆସନ୍ତା ୨୪ ଘଣ୍ଟାରେ ୧୪ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ତେବେ ଆସନ୍ତା ୧୪ ତାରିଖରୁ ବର୍ଷା ବଢ଼ିବାକୁ ଥିବାବେଳେ ୧୬ ତାରିଖରୁ ସାରା ରାଜ୍ୟରେ ବିସ୍ତୃତ ବର୍ଷା ଦେଖିବାକୁ ମିଳିବ ।

 

Related posts

ବାତ୍ୟାର ପ୍ରଭାବ; ଓଡ଼ିଶାର ୪ ଟି ବନ୍ଦରକୁ ବିପଦ ସଂକେତ ଜାରି

mahabharatanews

୨୨ରେ ଓଡ଼ିଶା ଆସୁଛନ୍ତି ରାଜନାଥ ସିଂହ

mahabharatanews

ବାତ୍ୟା ‘ମିଚାଉଙ୍ଗ୍‌’ ; ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା 

mahabharatanews