ଭାରତ

ଭୁକମ୍ପରେ ଥରିଲା  ହିମାଚଳ ପ୍ରଦେଶ

(ହିମାଚଳ ପ୍ରଦେଶ)  : ଭୁକମ୍ପରେ ଥରିଲା  ହିମାଚଳ ପ୍ରଦେଶ । ବୁଧବାର ବିଳମ୍ବିତ ରାତିରେ ହିମାଚଳ ପ୍ରଦେଶରେ  ଅନୁଭୂତ ହୋଇଥିବା ସୂଚନା ମିଳିଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା 3.2 ମ୍ୟାଗ୍ନିଚ୍ୟୁଡ ରହିଛି । ତେବେ ଏହି ଭୂକମ୍ପରେ କୌଣସି କ୍ଷୟକ୍ଷତି ହୋଇ ନାହିଁ ବୋଲି ନ୍ୟାଶନାସ ସେଣ୍ଟର ଫର ସେସମୋଲୋଜି ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନାନୁଯାୟୀ ,ଏହା ପୂର୍ବରୁ ରବିବାର ସନ୍ଧ୍ୟାରେ ଆଣ୍ଡାମାନ ଏବଂ ନିକୋବର ଦ୍ୱୀପପୁଞ୍ଜର କ୍ୟାମ୍ପବେଲ ବାଇରେ ଭୂମିକମ୍ପ ହୋଇଥିଲା । ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା 5.3 ରେକର୍ଡ କରାଯାଇଥିଲା ।

Related posts

ଭାରତରେ ଜି-୨୦ ମହାକୁମ୍ଭ

mahabharatanews

ଭୂମିକମ୍ପ ପ୍ରଭାବିତ ଲୋକଙ୍କୁ ସହାୟତା ଯୋଗାଇବ ନେପାଳ 

mahabharatanews

ଶେଖ ହସିନାଙ୍କୁ ଅଭିନନ୍ଦନ ଜଣାଇଲେ ମୋଦି

mahabharatanews