ଭାରତ

ସେନା ଗୁଳିରେ ୪ ଆତଙ୍କବାଦୀ ନିହତ 

(ଜାମ୍ମୁ କଶ୍ମୀର) : ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି ଆତଙ୍କବାଦୀଙ୍କ ଆକ୍ରୋଶ  ଜାମ୍ମୁ କଶ୍ମୀରର ପୁଞ୍ଚ ଜିଲ୍ଲା‌ର ସିନ୍ଧରା ଅଞ୍ଚଳରେ ଏକ  ମିଳିତ ଅପରେସନରେ ସୁରକ୍ଷା ବଳ ଦ୍ବାରା ୪ ଜଣ ପାକିସ୍ତାନ ପ୍ରାୟୋଜିତ ଆତଙ୍କବାଦୀଙ୍କୁ ନିହତ କରାଯାଇଛି।

ସୂଚନାନୁଯାୟୀ , ସକାଳେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ପୁଣିଥରେ ଗୁଳି ବିନିମୟ ଆରମ୍ଭ ହୋଇଥିଲା। ଏହି ଗୁଳି ବିନିୟମ‌ୟରେ ୪ ଆତଙ୍କବାଦୀଙ୍କ ଜୀବନ ଯାଇଛି। ଏ ନେଇ ଭାରତୀୟ ସେନା ପକ୍ଷରୁ କୁହାଯାଇଛଇ କି ଘଟଣାସ୍ଥଳରୁ ଚାରିଟି ଏକେ-୪୭ ରାଇଫଲ୍‌, ଦୁଇଟି ପିସ୍ତଲ୍‌ ଜବତ ହୋଇଛି। ଏହି ଅପରେସନରେ ନିହତ ହୋଇଥିବା ଆତଙ୍କବାଦୀମାନଙ୍କର ପରିଚୟ ଜଣାପଡୁଛି ବୋଲି ଭାରତୀୟ ସେନା ଅଧିକାରୀ କହିଛନ୍ତି।ସୁରକ୍ଷା ବାହିନୀ ଏହି ଅଞ୍ଚଳରେ ସର୍ଚ୍ଚ ଅପରେସନ ଜାରି ରଖିଛନ୍ତି।

 

Related posts

ରାଜସ୍ଥାନରେ “ଲୁ

mahabharatanews

ଭାଇରଲ ହେଲା ରାମଲାଲାଙ୍କ ସମ୍ପୂର୍ଣ୍ଣ ଫଟୋଚିତ୍ର 

mahabharatanews

ବିଧାନସଭାରେ ହାଇଭୋଲଟେଜ୍ ଡ୍ରାମା : ଭଜନ କିର୍ତ୍ତନ କଲେ, ସେଇଠି ଶୋଇଲେ

mahabharatanews