ଓଡିଶା

୫୦୮ ଷ୍ଟେସନର ଉନ୍ନତୀକରଣର ; ଓଡ଼ିଶାରୁ ୨୫

(ଭୁବନେଶ୍ୱର) : ବହୁ ପ୍ରତିକ୍ଷିତ ରେଳ ଷ୍ଟେସନର ଉନ୍ନତୀକରଣର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ । ୫୦୮ ରେଳ ଷ୍ଟେସନର ପୁନର୍ବିକାଶ କାର୍ଯ୍ୟ ଉଦଘାଟିତ ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନସିଂ ଜରିଆରେ ଏହାର ଶିଳାନ୍ୟାସ କରିଛନ୍ତି । ଓଡ଼ିଶାରୁ ୨୫ଟି ଷ୍ଟେସନର ମଧ୍ୟ ପୁନର୍ବିକାଶ ହେବାର ଯୋଜନା ରହିଛି ।

ସୂଚନାନୁଯାୟୀ , ସେଗୁଡ଼ିକ ହେଲା ସାକ୍ଷୀଗୋପାଳ, ମଞ୍ଚେଶ୍ୱର, ଢେଙ୍କାନାଳ, ଛତ୍ରପୁର, ଅନୁଗୁଳ, ମେରାମଣ୍ଡଳୀ, ବାଲୁଗାଁ, ଲିଙ୍ଗରାଜ ଟେମ୍ପୁଲ ରୋଡ୍, ତାଳଚେର ରୋଡ୍, ଖୋର୍ଦ୍ଧା ରୋଡ୍, କଣ୍ଟାବାଞ୍ଜି, ବରଗଡ଼ ରୋଡ୍, ହୀରାକୁଦ, ରେଢ଼ାଖୋଲ, ବରପାଲି, ମୁନିଗୁଡ଼ା, ବଲାଙ୍ଗିର, ହରିଶଙ୍କର ରୋଡ୍, ଭବାନୀପାଟଣା, ଖରିଆର ରୋଡ୍, ଦାମନଯୋଡ଼ି, ବଡ଼ବିଲ, ରାଜଗାଙ୍ଗପୁର, ବାରିପଦା ଓ ଜଳେଶ୍ୱର । ଅତ୍ୟାଧୁନିକ ସୁବିଧା ଯୋଗୁଁ ଦେଶକୁ ପର୍ଯ୍ୟଟକଙ୍କ ସଂଖ୍ୟା ବୃଦ୍ଧି ହେବ’ ବୋଲି କହଛନ୍ତି ମୋଦି ।

 

Related posts

ଏସିଆନ ପାରା ଗେମ୍ସର ଆଥଲେଟ୍ସଙ୍କ ପାଇଁ ଆର୍ଥିକ ସହାୟତା ଘୋଷଣା

mahabharatanews

ଆଜି ୫ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା !

mahabharatanews

ଆନନ୍ଦପୁରରେ ରାଜ୍ୟ ସାମ୍ବାଦିକ ସଂଘ ଆହ୍ବାନରେ ଜିଲ୍ଲା ଜାକ୍ ସଂଘ ଗଠିତ

mahabharatanews