ଓଡିଶା

ପରଲୋକରେ କଟକର ପ୍ରଥମ ମେୟର ନିବେଦିତା ପ୍ରଧାନ 

(କଟକ) : ପରଲୋକରେ କଟକର ପ୍ରଥମ ମେୟର ନିବେଦିତା ପ୍ରଧାନ ।  ୬୦ ବର୍ଷ ବୟସରେ କଟକର ଘରୋଇ ହସ୍ପିଟାଲରେ ତାଙ୍କର ମୃତ୍ୟୁ ହୋଇଛି । କିଛି ଦିନ ହେଲା ଅସୁସ୍ଥତା ହୋଇ ଆସୁଥିଲେ । କଟକର ମଙ୍ଗଳବାଗ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଗତକାଲି  ଅପରାହ୍ନ ୫ଟାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି ।

ସୂଚନାନୁଯାୟୀ , ନିବେଦିତା ୨୦୦୩ରୁ ୨୦୦୮ ପର୍ଯ୍ୟନ୍ତ କଟକର ମେୟର ଥିଲେ ।ମେୟର ପୂର୍ବରୁ କଟକ ସଦରର ବିଧାୟିକା ମଧ୍ୟ ଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା । ସେ ମଧୁମେହ ସହିତ ଉଚ୍ଚ ରକ୍ତଚାପରେ ପୀଡ଼ିତ ଥିଲେ। ତାଙ୍କର କିଡ୍‌ନୀ ମଧ୍ୟ ଖରାପ ହୋଇଯାଇଥିଲା ।

Related posts

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ; ସିଭିଅର ହିଟ୍‌ୱେଭ୍‌ ସମ୍ଭାବନା 

mahabharatanews

ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ମେଧା ତାଲିକା

mahabharatanews

ଆସନ୍ତାକାଲି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ 

mahabharatanews