ଓଡିଶା

କାଳିମାଡ଼ ଘଟଣା; ଭାସ୍କର ସାହୁଙ୍କୁ ଛାଡିଲା ପୋଲିସ

(ପୁରୀ); ଭାସ୍କର ସାହୁଙ୍କୁ ଛାଡିଲା ପୋଲିସ । ସତ୍ୟବାଦୀରେ ୫ଟି ସଚିବ ଭି କେ ପାଣ୍ଡିଆନଙ୍କୁ କାଳିମାଡ଼ ଘଟଣାରେ ଅଭିଯୁକ୍ତ ଭାସ୍କର ସାହୁଙ୍କୁ ପୁଲିସ ଛାଡ଼ି ଦେଇଛି। ଭିଡ଼ ଭିତରୁ ଭାସ୍କର ତାଙ୍କ ଉପରକୁ ଏକ ପିଚକାରୀରେ କାଳିମାଡ଼ କରିଥିଲେ। କାଳି ସିଧାସଳଖ ୫-ଟି ସଚିବ ଓ ଜିଲ୍ଲାପାଳଙ୍କ ମୁହଁରେ ପଡ଼ିଥିଲା।

 ସୂଚନାନୁଯାୟୀ , ଗତକାଲି ସତ୍ୟବାଦୀରେ ୫-ଟି ସଚିବ ଭି କେ ପାଣ୍ଡିଆନ ଓ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମାଙ୍କୁ କାଳିମାଡ଼ ହୋଇଥିଲା। ଉତ୍କଳମଣି ଗୋପବନ୍ଧୁ ସ୍ମୃତି ମହାବିଦ୍ୟାଳୟ କଲେଜ ପରିସରରେ ଆୟୋଜିତ ସଭାରେ ମହିଳାଙ୍କ ସହ ହାତ ମିଳାଉଥିବା ବେଳେ ସତ୍ୟବାଦୀ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ କଣାସ ବ୍ଲକ ବଡ଼ାଲ ପଞ୍ଚାୟତ ହରିପୁର ଗାଁର ଭାସ୍କର ସାହୁ ଉଭୟଙ୍କୁ କାଳିମାଡ଼ କରିଥିଲେ।

Related posts

ବାଲୁକା କଳାରେ ବଲିଉଡ ଅଭିନେତା ଅକ୍ଷୟ କୁମାରଙ୍କୁ ଜନ୍ମଦିନର ଶୁଭେଚ୍ଛା

mahabharatanews

ଛାତ୍ରଛାତ୍ରୀଙ୍କ ମଧ୍ୟରେ ଭଗବଦ୍‌ଗୀତାର ଜ୍ଞାନ ଓ ଆଧ୍ୟାତ୍ମିକ ଚେତନା ବୃଦ୍ଧି ଲକ୍ଷ୍ୟରେ ଗୀତା ପାଠ ପ୍ରତିଯୋଗିତା

mahabharatanews

ଖୋଲିଲା ଶିମିଳିପାଳ ଜାତୀୟ ଉଦ୍ୟାନ

mahabharatanews