ଓଡିଶା

ଚନ୍ଦ୍ରଯାନ-୩; ସଫଳତା କାମନା କଲେ ଶଙ୍କରାଚାର୍ଯ୍ୟ 

(ପୁରୀ)  : ଇତିହାସ ରଚିବ ଭାରତ । ଚନ୍ଦ୍ରଯାନ-୩ ଅବତରଣର ଅବଗଣନା ଆରମ୍ଭ ହୋଇଯାଇଛି। ଆଜି ସନ୍ଧ୍ୟା ପ୍ରାୟ ୬ଟା ୪ ମିନିଟରେ ଚନ୍ଦ୍ରର ଦକ୍ଷିଣ ମେରୁରେ ଅବତରଣ କରିବ ବୋଲି ଆଶା କରାଯାଉଛି। ଏହାକୁ ନେଇ ଇସ୍ରୋ ବୈଜ୍ଞାନିକମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଜଗତଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀ। ଏହା ସହ ଚନ୍ଦ୍ରଯାନ ୩ର ସଫଳତା କାମନା ମଧ୍ୟ ଜଗତଗୁରୁ ଶଙ୍କରାଚାର୍ଯ୍ୟ କରିଛନ୍ତି।

ସୂଚନାନୁଯାୟୀ , ଚନ୍ଦ୍ରଯାନ-୩ ଆଜି  ଚନ୍ଦ୍ରରେ ଅବତରଣ କରିବାକୁ ପ୍ରସ୍ତୁତ ରହିଛି । ଆଜି ର ସନ୍ଧ୍ୟା ୬ ଟା ୪ ମିନିଟରେ ଚନ୍ଦ୍ରଯାନ-୩  ଚନ୍ଦ୍ରପୃଷ୍ଟରେ ଲ୍ୟାଣ୍ତ କରିବ । ଅପରାହ୍ନ ୫ଟା ୪୬ରୁ ଚନ୍ଦ୍ରଯାନ-୩ର ଅବତରଣ ପ୍ରକ୍ରିୟା ଆରମ୍ଭ ହେବ ଏବଂ ୬ଟା ୪ମିନିଟରେ ଚନ୍ଦ୍ରପୃଷ୍ଠର ଦକ୍ଷିଣ ମେରୁରେ ଅବତରଣ କରିବ ଚନ୍ଦ୍ରଯାନ-୩ ।

Related posts

 ୪ ଦ୍ୱାର ଖୋଲିବା ପ୍ରସଙ୍ଗରେ କଂଗ୍ରେସ କରିବ ସଂକୀର୍ତ୍ତନ

mahabharatanews

ବିପଦ ସଙ୍କେତ ଉପରେ ବୈତରଣୀ ନଦୀ, ଚିନ୍ତାରେ ତଳିଆ ଅଞ୍ଚଳ ଲୋକେ

mahabharatanews

ଶ୍ରୀକ୍ଷେତ୍ର ଧୁମଧାମରେ ପାଳିତ ହେବରଜ ମହୋତ୍ସବ

mahabharatanews