ଓଡିଶା

`୧୩ରେ ଓଡ଼ିଶା ଆସୁଛନ୍ତି କେନ୍ଦ୍ର ନିର୍ବାଚନ ଆୟୋଗ 

(ଭୁବନେଶ୍ବର) : ସେପ୍ଟେମ୍ବର ୧୩ ତାରିଖରେ ଓଡ଼ିଶା ଆସୁଛନ୍ତି କେନ୍ଦ୍ର ନିର୍ବାଚନ ଆୟୋଗ ଏବଂ ଇସିଆଇ ଅଧିକାରୀ। ଆଗୁଆ ନିର୍ବାଚନ ଚର୍ଚ୍ଚା ଭିତରେ ଏଭଳି ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ଧଳ।

ସୂଚନାନୁଯାୟୀ, କେନ୍ଦ୍ର ନିର୍ବାଚନ ଆୟୋଗ ରାଜ୍ୟର ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କ ସହ ନିର୍ବାଚନ ସମ୍ବନ୍ଧୀୟ ଆଲୋଚନା କରିବେ। ରାଜ୍ୟରେ ସାଧାରଣ ନିର୍ବାଚନ ପାଇଁ ଆବଶ୍ୟକ ଅନୁସାରେ ଇଭିଏମ୍ ପହଞ୍ଚି ସାରିଛି। ୯ଟି ଜିଲ୍ଲା ପାଇଁ ଭିଭିପାଟ ବି ପହଞ୍ଚି ସାରିଛି। ଆସନ୍ତା ଅକ୍ଟୋବର ମାସରେ ସମସ୍ତ ଇଭିଏମ୍ ଓ ଭିଭିପାଟ ଯାଞ୍ଚ ହେବ।

Related posts

ପାଣି ଟାଙ୍କି ଉଦଘାଟନକୁ ନେଇ ସାନଖେମୁଣ୍ଡି ବିଧାୟକ ଓ ବ୍ଲକ୍ ପ୍ରଶାସନ ମୁହାଁମୁହିଁ

mahabharatanews

ନନ୍ଦନକାନନକୁ ଆସିବେ ୨ ନୂଆ ଅତିଥି 

mahabharatanews

ଦୁର୍ଗ-ପୁରୀ ଇଣ୍ଟରସିଟି ଏକ୍ସପ୍ରେସ୍‌ରେ ନିଆଁ

mahabharatanews