ଓଡିଶା

ସୃଷ୍ଟି ହେଉଛି ଏକ ଘୂର୍ଣ୍ଣିବଳୟ, ପ୍ରବଳ ବର୍ଷା ସମ୍ଭାବନା 

(ଭୁବନେଶ୍ୱର) : ଆସନ୍ତା ୩ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଯାହା ୪୮ ଘଣ୍ଟାରେ ଲଘୁଚାପରେ ପରିଣତ ହେବ। ପ୍ରଭାବରେ ୩ ଓ ୪ ତାରିଖରେ ରାଜ୍ୟରେ ବିସ୍ତୃତ ବର୍ଷା ହୋଇପାରେ। ଶନିବାରଠାରୁ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ। ୪ ତାରିଖରେ ଅଭ୍ୟନ୍ତରୀଣ ଓଡ଼ିଶାର ସମସ୍ତ ଜିଲ୍ଲା ଓ ୫ ତାରିଖରେ ଦକ୍ଷିଣ ଓଡ଼ିଶାର କେତେକ ଜିଲ୍ଲା‌ରେ ପ୍ରବଳ ବର୍ଷା ହେବାକୁ ଥିବାରୁ ୟେଲୋୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ସୂଚନାନୁଯାୟୀ , ୪ ତାରିଖରେ ଓଡ଼ିଶା ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ। ଫଳରେ ୨ରୁ ୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବ। ୨ ଓ ୩ ତାରିଖରେ ଉପକୂଳ ଏବଂ ୫ ଓ ୬ ତାରିଖରେ ଉତ୍ତର ଅଭ୍ୟନ୍ତରରେ ଭୀଷଣ ବଜ୍ରପାତର ସମ୍ଭାବନା ରହିଛି।

Related posts

କରୋନା ମୁକାବିଲା: ଅଧିକ ଅର୍ଥ ମାଗିଲା ରାଜ୍ୟ

mahabharatanews

ଓଡ଼ିଶା ଆନ୍ଧ୍ର ସୀମାନ୍ତ ସାଲୁର ଘାଟି ଚଢ଼ୁଥିବା ବେଳେ ଜଳିଗଲା ଓଏସ୍‌ଆରଟିସି ବସ୍

mahabharatanews

ଆଜି ରଥଯାତ୍ରା ଦେଖିବେ ଶ୍ରୀ ବୈଷ୍ଣବ

mahabharatanews