ଭାରତ

ଆଉ ମାତ୍ର ୯ଦିନ ଖୋଲିବ ଅମୃତ ଉଦ୍ୟାନ

(ଦିଲ୍ଲୀ) : ଅଗଷ୍ଟ ୧୬ ତାରିଖରୁ ସେପ୍ଟେମ୍ବର ୧୭ ତାରିଖ ପର୍ଯ୍ୟନ୍ତ ଅର୍ଥାତ୍ ଏକ ମାସ ଧରି ରାଷ୍ଟ୍ରିପତି ଭବନର ଅମୃତ ଉଦ୍ୟାନ ସର୍ବସାଧାରଣଙ୍କ ପାଇଁ ଖୋଲାଯାଇଛି । ସକାଳ ୧୦ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଅମୃତ ଉଦ୍ୟାନ ସର୍ବସାଧାରଣଙ୍କ ପାଇଁ ଖୋଲାରହିବ । ଅଗଷ୍ଟ ୧୫ରେ  ଉଦ୍ୟାନ ଉତ୍ସବ-୨ କୁ ରାଷ୍ଟ୍ରପତି ଦୌପଦୀ ମୁର୍ମୁ ବିଧିବଦ୍ଧ ଭାବେ ଉଦଘାଟନ କରିଛନ୍ତି ।

ସୂଚନାନୁଯାୟୀ ,  ଅଗଷ୍ଟ ୭ ତାରିଖରୁ ଅନଲାଇନ ବୁକିଂ ଆରମ୍ଭ ହୋଇଯାଇଛି । ତେବେ ଚାଲନ୍ତୁ ଜାଣିବା ଉଦ୍ୟାନ ଖୋଲିବା ସମୟ । ସେହିପରି ସେପ୍ଚେମ୍ବର ୫ ତାରିଖ ଶିକ୍ଷକ ଦିବସ ଅବସରରେ କେବଳ ଶିକ୍ଷକମାନଙ୍କ ପାଇଁ ରାଷ୍ଟ୍ରିପତି ଭବନର ଅମୃତ ଉଦ୍ୟାନ ଖୋଲାଯାଇଥିଲେ । ଆପଣଙ୍କୁ ଜଣାଇବା ପାଇଁ ଚାହିଁବୁ ଯେ, ଚଳିତ ବର୍ଷ ପ୍ରଥମ ଥର ପାଇଁ ରାଷ୍ଟ୍ରପତି ଭବନ ସର୍ବସାଧାରଣଙ୍କ ପାଇଁ ବର୍ଷକୁ ଦୁଇ ଥର ଖୋଲାଯିବ ।

Related posts

ଚିନ୍ତା ବଢାଇଲାଣି ମଙ୍କିପକ୍ସ; ଦିଲ୍ଲୀରେ ଆଉ ଜଣେ ମଙ୍କିପକ୍ସ ସଂକ୍ରମିତ ଚିହ୍ନଟ

mahabharatanews

 ସ୍ୱାଧୀନତା ଦିବସରେ ନକ୍ସଲଙ୍କ ହିଂସା କାଣ୍ଡ ; ଆଖି ବୁଜିଲେ ୨ ଯବାନ  

mahabharatanews

ସୁସ୍ଥ ଅଛନ୍ତି ସଦଗୁରୁ 

mahabharatanews