ଓଡିଶା

୧୮ରୁ ପୁଣି ବର୍ଷା ଆରମ୍ଭ 

(ଭୁବନେଶ୍ୱର) :  ଆଜିଠାରୁ ରାଜ୍ୟରେ ବର୍ଷା କମିଛି। ୧୭ ତାରିଖ ଦିନ ରାଜ୍ୟରେ ପାଗ ଶୁଖିଲା ରହିବ। ୧୮ ତାରିଖରୁ ରାଜ୍ୟରେ ପୁଣି ବର୍ଷା ଆରମ୍ଭ ହୋଇଯିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ସୂଚନାନୁଯାୟୀ, ୧୮ ତାରିଖରୁ ରାଜ୍ୟରେ ପୁଣି ଭଲ ବର୍ଷିବ ବୋଲି କୁହାଯାଉଥିବା ବେଳେ ସେ ଦିନ ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା ଓ ଗଞ୍ଜାମ ଜିଲ୍ଲାର କେତେକାଂଶରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ସେହିଭଳି ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, ନବରଙ୍ଗପୁର ଓ କଳାହାଣ୍ଡି ଆଦି ଜିଲ୍ଲାରେ ୧୯ ତାରିଖ ଦିନ ଭଲ ବର୍ଷିବାର ସମ୍ଭାବନାକୁ ନେଇ ୟେ‌ଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Related posts

ଆଥଲେଟଙ୍କୁ ସମ୍ମାନିତ କଲେ ୫ଟି ସଚିବ

mahabharatanews

୯ରୁ ବିଜେପିର ଗାଁକୁ ଚାଲ ଅଭିଯାନ

mahabharatanews

ବଦଳି ଯାଇଛି ପାଣିପାଗର ମିଜାଜ ;୨୧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର

mahabharatanews