ଓଡିଶା

ଲୋୟର୍ ପିଏମଜିରେ ଅଙ୍ଗନବାଡି କର୍ମୀ

(ଭୁବନେଶ୍ୱର) :  ୧୦ ଦଫା ଦାବି ନେଇ ଶହଶହ ଅଙ୍ଗନବାଡି କର୍ମୀ ରାଜଧାନୀର ଲୋୟର୍ ପିଏମଜିରେ  ଆନ୍ଦୋଳନ କରୁଛନ୍ତି। ଅଙ୍ଗନବାଡି କର୍ମୀଙ୍କୁ ସରକାରୀ କର୍ମଚାରୀ ମାନ୍ୟତା ସହିତ ମାସିକ ଦରମା ୧୮ହଜାର ଟଙ୍କା ଦେବାକୁ ଦାବି କରାଯାଇଛି । ଅଙ୍ଗନବାଡି କର୍ମୀଙ୍କୁ ଶିକ୍ଷୟିତ୍ରୀ ମାନ୍ୟତା ଦାବି ସହ ଅବସରକାଳୀନ ସହାୟତା ଓ ୫ହଜାର ପେନସନ ଦାବି କରିଛନ୍ତି ସେମାନେ।

ସୂଚନାନୁଯାୟୀ , ସୁପ୍ରିମକୋର୍ଟ ନିର୍ଦ୍ଦେଶ ଅନୁସାରେ ଗ୍ରାଚ୍ୟୁଇଟି ପ୍ରଦାନ କରିବାକୁ ବି ସଂଘ ପକ୍ଷରୁ ଦାବି ହୋଇଛି। ଗ୍ରୀଷ୍ମ ଛୁଟି ପ୍ରଦାନ କରିବାକୁ ବି ଦାବି କରିଛନ୍ତି ଅଙ୍ଗନବାଡି କର୍ମୀ। ଗାଁ କଲ୍ୟାଣ ସମିତିରୁ ଅଙ୍ଗନବାଡି କର୍ମୀଙ୍କୁ ବାଦ୍ ଦିଆଯିବାକୁ ମଧ୍ୟ ଦାବି କରାଯାଇଛି।

Related posts

ପାରାଦୀପ ସମୁଦ୍ରରୁ ମିଳିଛି ବିରଳ ତେଲିଆ ବୋରେହି ମାଛ

mahabharatanews

ତାଳପଦା ସାଇଦୁର୍ଗା ସ୍ୱୟଂ ସହାୟକ ଗୋଷ୍ଠି ଦ୍ୱାରା ୫୦୦ ମାସ୍କ ବଣ୍ଟନ

mahabharatanews

ଯାତ୍ରା ପଡ଼ିଆରେ ରକ୍ତପାତ, ମହାଭାରତ ଦେଖୁ ଦେଖୁ ରଣକ୍ଷେତ୍ର ପାଲଟିଲା ଗ୍ରାମ

mahabharatanews