ଓଡିଶା

ଭୂକମ୍ପରେ ଥରିଲା ଦିଲ୍ଲୀ-ଏନସିଆର 

(ଦିଲ୍ଲୀ) : ଭୂକମ୍ପରେ ଥରିଲା ଦିଲ୍ଲୀ-ଏନସିଆର ସମେତ ଉତ୍ତର ଭାରତର ଅନେକ ଅଞ୍ଚଳରେ । ଭୂମିକମ୍ପର ତୀବ୍ରତା ୪.୬ ରେକର୍ଡ କରାଯାଇଛି । ଭୂମିକମ୍ପରେ ଝଟକାରେ ଭୟବିତ ଲୋକେ ଘର ଏବଂ କାର୍ଯ୍ୟାଳୟରୁ ବାହାରି ଆସିଥିଲେ ।

ସୂଚନାନୁଯାୟୀ , ଆଜି ଅପରାହ୍ନରେ ରାଜଧାନୀ ଦିଲ୍ଲୀ, ନୋଏଡା ଏବଂ ଏହାର ଆଖପାଖ ଅଞ୍ଚଳରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଲକ୍ଷ୍ନୌ, ଉତ୍ତରପ୍ରଦେଶ ଏବଂ ନେପାଳରେ ମଧ୍ୟ ଭୂକମ୍ପ ଅନୁଭୂତ ହୋଇଥିବା ନେଇ ସୂଚନା ରହିଛି । ନ୍ୟାସନାଲ ସେଣ୍ଟର ଫର ସେସ୍ମୋଲୋଜିର ତଥ୍ୟ ଅନୁସାର ଆଜି ଅପରାହ୍ନ ୨ .୫୧  ମିନିଟରେ ଭୂମିକମ୍ପ ଅନୁଭୂତ ହୋଇଥିଲା ।  ଭୂକମ୍ପ ସମୟର ଅନେକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି ।

Related posts

ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ହୋଇପାରେ ଏକ ସାମୁଦ୍ରିକ ବାତ୍ୟା

mahabharatanews

କରୋନା ଗାଇଡଲାଇନ ଉଲ୍ଲଙ୍ଘନ ପାଇଁ ପିସିସି ସଭାପତିଙ୍କୁ ଜରିମାନା

mahabharatanews

ବିଦ୍ୟାଭାରତୀ , ସଂଗ୍ରାମଙ୍କ ହୋଇପାରେ ଲାଇ ଡିଟେକ୍ସନ ଟେଷ୍ଟ

mahabharatanews