ଓଡିଶା

ଆଜି ୧୨ ଘଣ୍ଟିଆ ସୁନ୍ଦରଗଡ଼ ବନ୍ଦ

(ସୁନ୍ଦରଗଡ଼): ଆଜି ୧୨ ଘଣ୍ଟିଆ ସୁନ୍ଦରଗଡ଼ ବନ୍ଦ। ସହକାରୀ ଜିଲ୍ଲାପାଳ ରସ୍ମିତା ମିଞ୍ଜ ଓ ଏଏସଆଇ ଆଲିଶା ଲୁଗୁନ ହତ୍ଯାର ସିବିଆଇ ତଦନ୍ତ ଦାବିରେ ୧୨ ଘଣ୍ଟିଆ ଜିଲ୍ଲା ବନ୍ଦ ଡାକରା ଦେଇଛି ଭାରତୀୟ ଜନତା ପାର୍ଟି ମହିଳା ମୋର୍ଚ୍ଚା ଓ ଆଦିବାସୀ ମୋର୍ଚ୍ଚା ।

ସୂଚନାନୁଯାୟୀ , ସକାଳ ୬ ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ପାଳନ ହେବ। ଏହି ସମୟରେ ସମସ୍ତ ଦୋକାନ ବଜାର ପେଟ୍ରୋଲ ପମ୍ପ ସରକାରୀ ଓ ବେସରକାରୀ ଅନୁଷ୍ଠାନ ସହିତ  ଶିକ୍ଷା ଅନୁଷ୍ଠାନ ଓ ଗାଡି ମଟର ବନ୍ଦ ରହିବ। ରାଉରକେଲା ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଆସିଷ୍ଟାଣ୍ଟ କଲେକ୍ଟର ସୁସ୍ମିତା ମିଞ୍ଜ (୩୫)ଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଏପରି କି ଏହି ଘଟଣାରେ ନିର୍ଦ୍ଦିଷ୍ଟ ଦୁଇ ବରିଷ୍ଠ ଅଧିକାରୀ ସମ୍ପୃକ୍ତ ଥିବା ସେମାନେ କହିଛନ୍ତି ।

Related posts

ସେପ୍ଟେମ୍ବରରେ ଓଡି଼ଶା ଆସିବେ ଜେପି ନଡ୍ଡା

mahabharatanews

ଅଗ୍ନିକାଣ୍ଡରେ ୩ ବଖରା ଗୃହ ସମେତ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଭସ୍ମୀଭୂତ

mahabharatanews

୧୦ରେ ରାଜ୍ୟବ୍ୟାପି ବସ୍‌ ଧର୍ମଘଟ

mahabharatanews