ଓଡିଶା

ଓପିଟିସିଏଲ ଟେକ ଟାୱାର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

(ଭୁବନେଶ୍ୱର) : ଅତ୍ୟାଧୁନିକ ଓଡ଼ିଶା ପାୱାର ଟ୍ରାନ୍ସମିଶନ କର୍ପୋରେସନ ଲିମିଡେଟ୍ ଟେକ ଟାୱାରର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୫୫ କୋଟି ଟଙ୍କାରେ ନିର୍ମିତ ହୋଇଛି ଏହି ଟେକ ଟାୱାର । ତେବେ ଏହି ଭୁବନେଶ୍ବର ସହିଦ ନଗରରେ ଏହି ଓପିଟିସିଏଲ ଟେକ ଟାୱାର ରହିଛି ।

ସୂଚନାନୁଯାୟୀ,  ଏହି ଅବସରରେ ଓଡିଶା ପାୱାର ଟ୍ରାନ୍ସମିସନ କର୍ପୋରେସନ୍ ଲିମିଟେଡ୍ ଓଡିଶାବାସୀଙ୍କୁ ନିରବଚ୍ଛିନ୍ନ ତଥା ଗୁଣାତ୍ମକ ବିଦ୍ୟୁତ୍ ସେବା ଯୋଗାଇବାରେ ନିୟୋଜିତ ଏବଂ ବିଦ୍ୟୁତ୍ କ୍ଷେତ୍ରର ପ୍ରଗତିରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ । ରାଜ୍ୟର ଟ୍ରାନ୍ସମିସନ୍ ଭିତ୍ତିଭୂମିରେ OPTCL ର ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Related posts

ଆଜି ଲ୍ୟାଣ୍ଡଫଲ କରିବ ବାତ୍ୟା, ୫ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

mahabharatanews

ବ୍ରହେଶ୍ୱରପୁର ଗ୍ରାମକୁ କଣ୍ଟେନମେଣ୍ଟ ଜୋନ ଘୋଷଣା

mahabharatanews

ଗିରଫ ହେଲେ ଓଡ଼ିଆ କଣ୍ଠଶିଳ୍ପୀ ଦେବେଶ ପତି

mahabharatanews