ଓଡିଶା

୨୨୦ ଜଣ ଓଏଏସ ଅଫୀସରଙ୍କ ଅଦଳ ବଦଳ କରିଛନ୍ତି ରାଜ୍ୟ ସରକାର

ଭୁବନେଶ୍ୱର: ନିର୍ବାଚନ ପୂର୍ବରୁ ରାଜ୍ୟ ସରକାର ଙ୍କ OAS ସ୍ତରରେ ବଡ଼ ଧରଣ ର ଅଦଳ ବଦଳ । ଶନିବାର ବିଳମ୍ବିତ ସନ୍ଧ୍ୟାରେ ୨୨୦ଜଣ ଓଏଏସ୍ ଅଫିସରଙ୍କ ବଦଳି କରିଛନ୍ତି ରାଜ୍ୟ ସରକାର । ଏହି ବଦଳି ନିର୍ଦ୍ଦେଶ ସହ ସମସ୍ତ ଅଫିସରଙ୍କୁ ବିଭାଗ ଦ୍ୱାରା ସେଣ୍ଟ୍ରାଲୀ ରିଲିଭ୍ କରାଯାଇଛି ଓ ୨୫ତାରିଖ ସୁଦ୍ଧା ନିଜର ନୂଆ ସ୍ଥାନରେ ଯୋଗ ଦେବାକୁ ସରକାର ତାଗିଦ୍ କରିଛନ୍ତି ।

Related posts

ପଞ୍ଚାୟତ ରାଜ ଦିବସକୁ ବିଜେପି ବିରୋଧ

mahabharatanews

ନିର୍ବାଚନ ୨୦୨୪  : ଓଡ଼ିଶା ପୋଲିସର ଗୁରୁତ୍ୱପୂର୍ଣ୍ଣ ବୈଠକ

mahabharatanews

କୋଣାର୍କ ଫେଷ୍ଟ ଓ ଆନ୍ତର୍ଜାତୀୟ ବାଲୁକା କଳା ଫେଷ୍ଟ ବାତିଲ

mahabharatanews