ଭାରତ

ଆସନ୍ତାକାଲି ‘ଏକତା ପାଇଁ ଦୌଡ଼’

(ଦିଲ୍ଲୀ) :: ଆଉ ମାତ୍ର ଦୁଇ ଦିନ ପରେ ଅର୍ଥାତ୍‌ ଅକ୍ଟୋବର ୩୧ ତାରିଖରେ ଜାତୀୟସ୍ତରୀୟ ସଙ୍ଗଠନ ‘ମୋ ଯୁବା ଭାରତ’ ବା ‘ମାଇଁ ଭାରତ’ ସ୍ଥାପନା କରାଯିବ ବୋଲି ଆଜି ମାସିକ ବେତାର କାର୍ଯ୍ୟକ୍ରମ ‘ମନ୍‌ କୀ ବାତ୍‌’ର ୧୦୬ତମ ସଂସ୍କରଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ କହିଛନ୍ତି।

ସୂଚନାନୁଯାୟୀ ,  ସେ କହିଛନ୍ତି, ଅକ୍ଟୋବର ୩୧ ହେଉଛି ସର୍‌ଦାର୍‌ ସାହେବଙ୍କ ଜନ୍ମବାର୍ଷିକୀ। ଦେଶ ଏହାକୁ ‘ଏକତା ଦିବସ’ ଭାବେ ପାଳନ କରେ। ଏଥିପାଇଁ ଦେଶର ବିଭିନ୍ନ ପ୍ରାନ୍ତରେ ‘ଏକତା ପାଇଁ ଦୌଡ଼’ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ଆପଣମାନେ ମଧ୍ୟ ଅକ୍ଟୋବର ୩୧ରେ ‘ଏକତା ପାଇଁ ଦୌଡ଼’ କାର୍ଯ୍ୟକ୍ରମ ଆୟୋଜନ କରନ୍ତୁ।

Related posts

ଖରାପ ପଦର୍ଶନ ପାଇଁ ହୋଇପାରେ ନେତୃତ୍ୱ ବଦଳି ।

mahabharatanews

ଆଜି ନିର୍ବନ୍ଧ କରିବେ ପରିଣୀତି ରାଘବଙ୍କ

mahabharatanews

ନୂଆ ରାଷ୍ଟ୍ରୀୟ ରେକର୍ଡ ହାସଲ କଲେ ନୀରଜ ଚୋପ୍ରା

mahabharatanews