ଓଡିଶା

୧୫ ସୁଦ୍ଧା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସାରିବାକୁ ନିର୍ଦ୍ଦେଶ

(ଭୁବନେଶ୍ୱର) : ନବୀନ ଓଡ଼ିଶା ଓ ୫-ଟି ଅଧ୍ୟକ୍ଷ ଭି କେ ପାଣ୍ଡିଆନ୍ ଆଜି ବଡ଼ିଭୋରରୁ ପୁରୀ ଯାଇ ସାଢ଼େ ୪ଟାରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ। ପରିକ୍ରମା ପ୍ରକଳ୍ପ କାମ ତ୍ଵରାନ୍ଵିତ କରି ୨୦୨୩ ଡିସେମ୍ବର ୧୫ ତାରିଖ ସୁଦ୍ଧା ସମ୍ପୂର୍ଣ୍ଣ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି ।

ସୂଚନାନୁଯାୟୀ , ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମଠ ଗୁଡ଼ିକର ପୁନରୁଦ୍ଧାର କାମ ତ୍ୱରାନ୍ୱିତ କରିବା ,ପୁନରୁଦ୍ଧାର ସମୟରେ ମଠଗୁଡ଼ିକର ଇତିହାସ ଓ ପରମ୍ପରାକୁ ଗୁରୁତ୍ଵ ,ପରିକ୍ରମା ପ୍ରକଳ୍ପ ଲାଣ୍ଡସ୍କେପିଂ କାମରେ ଜଗନ୍ନାଥ ସଂସ୍କୃତି ସହ ଜଡ଼ିତ ବିଭିନ୍ନ ଦେଶୀୟ ବୃକ୍ଷ ଓ ଗୁଳ୍ମ ଲଗାଇବାକୁ ଶ୍ରୀ ପାଣ୍ଡିଆନ୍ ପରାମର୍ଶ ଦେଇଥିଲେ। ।

Related posts

ମାଓବାଦୀଙ୍କ ବର୍ବରକାଣ୍ଡ; ଯୁବକଙ୍କୁ ଘରୁ ଡାକି ନେଇ କଲେ ହତ୍ୟା

mahabharatanews

କ୍ରୀଡା ବିକାଶ ନିଷ୍ପତ୍ତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ

mahabharatanews

ବବିଙ୍କ ପରାମର୍ଶରେ ଲକଡାଉନ କଟକଣାରେ କୋହଳ

mahabharatanews