ଓଡିଶା

ଆଜି ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ

(ଭୁବନେଶ୍ୱର) :  ଆଜି ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ । ଆଜି ସକାଳ ୧୦ଟାରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ । ତେବେ ଏହି ବୈଠକରେ ୨ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିପାରେ । ଶୀତ ଅଧିବେଶନ ଜାରି ରହିଥିବା ସମୟରେ ଏହି କ୍ୟାବିନେଟ୍‌‌ ବୈଠକକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଉଛି ।

ସୂଚନାନୁଯାୟୀ ,  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁଥିବା ୬୭ତମ କ୍ୟାବିନେଟ ବୈଠକରେ ଦୁଇଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିବାର ସମ୍ଭାବନା ରହିଛି । ତେବେ ନିର୍ଦ୍ଦିଷ୍ଟ ଭାବରେ କେଉଁ ପ୍ରସଙ୍ଗ ସମ୍ପର୍କରେ ନିଷ୍ପତ୍ତି ନିଆଯିବ, ତାହା ସ୍ପଷ୍ଟ ହୋଇନାହିଁ । ତେବେ ଏହି ବୈଠକ ବହୁ ଗୁରୁତ୍ଵପୂର୍ଣ୍ଣ ।

Related posts

ତାତିରେ ସିଝୁଛି ସାରା ଓଡିଶା 

mahabharatanews

ସୁରୁଖୁରୁରେ ନୀତିକାନ୍ତି ସମ୍ପନ୍ନ: ଶ୍ରୀମନ୍ଦିର ଅଭିମୁଖେ ଯାତ୍ରା କରିବାକୁ ପ୍ରସ୍ତୁତ ତିନି ରଥ

mahabharatanews

ରାଜ୍ୟରେ ଲଗାତାର ପ୍ରବଳ ବର୍ଷା, ସତର୍କ ରହିବାକୁ ଏସ୍‌ଆର୍‌ସିର ନିର୍ଦେଶ  

mahabharatanews