ଓଡିଶା

ବିଶ୍ୱ ପ୍ରସିଦ୍ଧ ବାଲିଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି

(କଟକ) : ବିଶ୍ୱ ପ୍ରସିଦ୍ଧ ବାଲିଯାତ୍ରା ପାଇଁ ଚଳଚଞ୍ଚଳ ହୋଇ ଉଠିଲାଣି ପୁରା ସହର । ଐତିହାସିତ ବାଲିଯାତ୍ରାରେ ଗାଁ ପୋଖରୀ, ମନ୍ଦିର, ଗାଇ ଗୁହାଳ, ଚାଷ ବାସ ସବୁକିଛି ଦେଖିବାକୁ ମିଳିବ । ମାଟି ଚାଳ ଘର ଠାରୁ ଆରମ୍ଭ କରି ମାଟି ଚୂଲି ଏବଂ ଗାଁର ଚାଲିଚଳଣି ଥିମ୍‌ରେ ସଜେଇ ହେବ କଟକ ଇନ୍ କଟକ ପାଭିଲିଅନ୍ । ଏନେଇ ଜିଲ୍ଲାପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ଆୟୋଜନ କରାଯାଉଛି ।

ସୂଚନାନୁଯାୟୀ ,  ସେପଟେ ବାଲିଯାତ୍ରା ପାଇଁ ପ୍ଲଟ ନିଲାମ ହୋଇଛି । ପ୍ରଥମ ଦିନରୁ ହିଁ ଷ୍ଟଲ ପାଇଁ ବ୍ୟବସ୍ୟାୟୀଙ୍କ ମଧ୍ୟରେ ଆଗ୍ରହ ଦେଖିବାକୁ ମିଳିଛି । ୯୦୦ ଶହ ବ୍ୟବସ୍ୟାୟୀ ମୋଟ ୧୬୦୦ ରୁ ଅଧିକ ପ୍ଲଟ ପାଇଁ ପଞ୍ଜୀକରଣ କରିସାରିଥିଲେ । ନିଲାମ ପକ୍ରିୟା ୬ ଟି ସ୍ଥାନରେ ଚାଲିଥିବା ବେଳେ ଏଥିଲାଗି ୧୦ଟି ଟିମ୍ କରାଯାଇଛି ।

Related posts

 ଭୁବନେଶ୍ବରରେ ଜେପି ନଡ୍ଡାଙ୍କ ରୋଡ୍‌ ସୋ’ 

mahabharatanews

ଗୋପାଳ ସମୁଦ୍ରରେ ଅଘଟଣ , ମାଛ ମାରିବାକୁ ଯାଇଥିବା ବେଳେ ଟଙ୍ଗା ଓଲଟି ଜଣେ ମୃତ , ଅଳ୍ପକେ ବତ୍ତିଲେ ୨

mahabharatanews

ଦୁଇ ବର୍ଷ ହେବ ବିଜୁଳି ଅପେକ୍ଷାରେ ଚଳୁଛନ୍ତି ଗାଙ୍ଗଫୁଲା ଗ୍ରାମବାସୀ

mahabharatanews