ଭାରତ

ମିଜୋରାମରେ ଭୋଟ ଗଣତି ଆରମ୍ଭ

(ମିଜୋରାମ) : ଆଜି ପ୍ରକାଶ ପାଇବ ମିଜୋରାମ ବିଧାନସଭା ନିର୍ବାଚନ ଫଳାଫଳ ୨୦୨୩।  ସକାଳ ୮ ଟାରୁ ଭୋଟ୍ ଗଣତି ଆରମ୍ଭ ହୋଇଛି  । ଏ ନେଇ ସମସ୍ତ ପ୍ରସ୍ତୁତି ସରିଛି । ଭୋଟ୍ ଗଣନା କେନ୍ଦ୍ରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ପ୍ରଥମେ ପୋଷ୍ଟାଲ ବାଲଟ ଗୁଡିକର ଗଣତି ହେବ । ଏହାପରେ ସମସ୍ତ ଦଳର ପ୍ରତିନିଧିଙ୍କ ସାମନାରେ ଆରମ୍ଭ ହେବ ଇଭିଏମର ଭୋଟ ଗଣତି ।

ସୂଚନାନୁଯାୟୀ , ୪୦ ଆସନ ବିଶିଷ୍ଟ ରାଜ୍ୟ ମିଜୋରାମରେ ସରକରା ଗଠନ ଲାଗି ୨୧ ଆସନ ଦରକାର । ଏକଜିଟ ପୋଲରେ କୌଣସି ଦଳକୁ ସ୍ପଷ୍ଟ ବହୁମତ ମିଳିବା ଆଶା ଦେଖାଯାଇନାହିଁ । ବିଧାନସଭା ନିର୍ବାଚନ ୨୦୨୩ ଛତିଶଗଡ  ମାତ୍ର ରବିବାର ପଡ଼ୁଥିବାରୁ ଏକାଧିକ ସଂଗଠନ ବିରୋଧ କରିଥିଲେ । ମିଜୋରାମରେ ଖ୍ରୀଷ୍ଟିୟାନଙ୍କ ସଂଖ୍ୟା ଅଧିକ । ରବିବାର ୩ ତାରିଖ ହେଉଛି ଇଷ୍ଟର । ତେଣୁ ଖ୍ରୀଷ୍ଟିୟାନଙ୍କ ପାଇଁ ଏହା ସବୁଠାରୁ ମହତ୍ତ୍ୱପୂର୍ଣ୍ଣ ଦିନ । ତେଣୁ ଦାବି ଅନୁସାରେ ତାରିଖ ବଦଳାଇଥିଲେ ନିର୍ବାଚନ କମିଶନ ।

 

Related posts

ତିନିଦେଶରେ ଚିନ୍ତା ବଢାଇଲାଣି କୋଭିଡର ନୂଆ ଭାରିଆଣ୍ଟ

mahabharatanews

୩ ଦେଶ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ମୋଦୀ

mahabharatanews

ଇଂରାଜୀ ନବବର୍ଷ ପାଇଁ ପୁରୀ ସହର ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି

mahabharatanews