ଓଡିଶା

ପୁରୀରେ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କଲେ ଭି.କେ ପାଣ୍ଡିଆନ୍

(ପୁରୀ) :  ପୁରୀ ଗସ୍ତରେ 5 ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ୍ । ପୁରୀରେ ପହଞ୍ଚି ଶ୍ରୀକ୍ଷେତ୍ରରେ ଚାଲିଥିବା ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଏହା ସହ ବିଭାଗୀୟ ଅଧିକାରୀଙ୍କ ସହ କାର୍ଯ୍ୟର ଅଗ୍ରଗତି ବିଷୟରେ ଆଲୋଚନା କରିଛନ୍ତି ।

 

ସୂଚନାନୁଯାୟୀ , ପବିତ୍ର ଧନୁ ସଂକ୍ରାନ୍ତି ଅବସରରେ ଭୋର୍ ସକାଳ ୫ଟାରୁ ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ଏହା ପରେ ଶ୍ରୀକ୍ଷେତ୍ରରେ ଜାରି ରହିଥିବା ଉନ୍ନୟନମୂଳକ କାର୍ଯ୍ୟର ମଧ୍ୟ ସମୀକ୍ଷା କରିଛନ୍ତି । ଶ୍ରୀମନ୍ଦିର ଚର୍ତୁପାର୍ଶ୍ବରେ ବୁଲି ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ସମ୍ପର୍କରେ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ । ଭକ୍ତଙ୍କ ପାଇଁ ନିର୍ମାଣ ଚାଲିଥିବା ଏସି ସେଡ୍ ପାଥ୍ ଓ୍ୱେ ନିର୍ମାଣ କାର୍ଯ୍ୟର ମଧ୍ୟ ସମୀକ୍ଷା କରିଛନ୍ତି ।

Related posts

ପଇତା ଲାଗି ନୀତି ; ୫ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

mahabharatanews

ଘୋଡାହାଡ ଡ୍ୟାମର ମୁଖ୍ୟ ଦ୍ୱାର ପୂଜା

mahabharatanews

୨୦ରୁ ରାଜଧାନୀରେ ମିଳିବନି କଞ୍ଚା ପରିବା

mahabharatanews