ଓଡିଶା

ରାଜ୍ୟରୁ ଆଉ ଜଣେ ସଂକ୍ରମିତ ଚିହ୍ନଟ

(ଭୁବନେଶ୍ୱର) : ଦିନକୁ ଦିନ ବୃଦ୍ଧି ପାଉଛି କରୋନା ସଂକ୍ରମଣ । ଚିହ୍ନଟ ହେଉଛନ୍ତି ଜଣକ ପରେ ଜଣେ ରୋଗୀ । ଗତ ୨୪ ଘଣ୍ଚାରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏ ନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ବିଭାଗ । ଏହା ପରେ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ରେ ପହଞ୍ଚିଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନାନୁଯାୟୀ , ଗତକାଲି ରାଜ୍ୟରୁ ପ୍ରଥମ କରୋନା ସଂକ୍ରମିତଙ୍କୁ ନେଇ ସୂଚନା ଦିଆଯାଇଥିଲା । ତେବେ ତାଙ୍କର ସ୍ୱାସ୍ଥବସ୍ଥା ଠିକ୍ ରହିଛି ଏବଂ ସେ ହସ୍ପିଟାଲ ନଯାଇ ଘରେ ରହିଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଥିଲା । ଜାଡ଼ରେ ଥରୁଛି ସାରା ଓଡ଼ିଶା, ୧୦ ଡିଗ୍ରୀ ତଳେ 8 ସହର ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ହେବା ପରେ ସତର୍କ ରହିଛି ସ୍ୱାସ୍ଥ୍ୟ ବିଭାଗ । ଏ ନେଇ କେନ୍ଦ୍ର ପକ୍ଷରୁ ସମସ୍ତ ରାଜ୍ୟକୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

Related posts

 ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା

mahabharatanews

ପିଲାମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ‘ପରୀକ୍ଷା ପେ ଚର୍ଚ୍ଚା’ କାର୍ଯ୍ୟକ୍ରମ ଦେଖିଲେ ମୁଖ୍ୟମନ୍ତ୍ରୀ

mahabharatanews

ଡେଙ୍ଗୁ ଆତଙ୍କ ; ରାଜ୍ୟରେ ରୋଗୀଙ୍କ ସଂଖ୍ୟା ୨୦୦୦  ପାର୍ 

mahabharatanews