ଓଡିଶା

ଓଡ଼ିଶାରେ JN1 ଆକ୍ରାନ୍ତ ଚିହ୍ନଟ 

(ଭୁବନେଶ୍ୱର) :  ଓଡ଼ିଶାରେ JN1 ଆକ୍ରାନ୍ତ ଚିହ୍ନଟ । ଓଡ଼ିଶାରେ କରୋନାର ନୂଆ ଭାରିଆଣ୍ଟ ଚିହ୍ନଟ ହୋଇଛନ୍ତି । ୨ ଜଣ କରୋନା ନୂଆ ଭାରିଏଣ୍ଟ JN.1 ଆକ୍ରାନ୍ତ ଚିହ୍ନଟ । ୨ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଅଛନ୍ତି ।

ସୂଚନାନୁଯାୟୀ , ୨୪ ଘଣ୍ଟା ମଧ୍ୟରେ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୫ ରେ ପହଞ୍ଚିଛି । ତେବେ ଚଳିତ ବର୍ଷ ରାଜ୍ୟରେ କରୋନା ଜନିତ ମୃତ୍ୟୁ ନେଇ କୌଣସି ଘଟଣା ଏଯାଏଁ ଘଟିନାହିଁ । ଯଦି ଏଭଳି ଅଭିଯୋଗ ଆସେ , ଅଡିଟ୍ ପରେ ତଥ୍ୟ ଦିଆଯିବ । ତେବେ କରୋନା ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ।

Related posts

ବଜ୍ରକ୍ଷଘାତରେ ମୃତ୍ୟୁ ହୋଇଥିବା ପରିବାରକୁ ସମବେଦନା ଜଣାଇଲେ ମନ୍ତ୍ରୀ

mahabharatanews

କୋଣାର୍କ ନୃତ୍ୟ ସଙ୍ଗୀତ ମହୋତ୍ସବ ଉଦଘାଦଟିତ

mahabharatanews

ଦିୱାଲୀ ପରେ ରାଜ୍ୟରେ ଶୀତର ପ୍ରକୋପ

mahabharatanews