ଓଡିଶା

ସର୍ଚ୍ଚ ଅପରେସନ ବେଳେ ଆଇଇଡି ବିସ୍ଫୋରଣ , ୩ ଯବାନ ଗୁରୁତର

ବୌଦ୍ଧ: ସର୍ଚ୍ଚ ଅପରେସନ ବେଳେ ଆଇଇଡି ବିସ୍ଫୋରଣ ଘଟି ୩ ଯବାନ ଗୁରୁତର । ବୌଦ୍ଧ ଜିଲ୍ଲା ବାତେପଙ୍ଗା ଜଙ୍ଗଲରେ ଘଟିଛି ଏହି ଅଘଟଣ । ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେସନ ବୋଳ ହୋଇଥିଲା ଆଇଇଡି ବିସ୍ଫୋରଣ । ଏନେଇ ବୌଦ୍ଧ ଏସପି ରାଜପ୍ରସାଦ ସୂଚନା ଦେଇଛନ୍ତି ।

Related posts

ଜିଲ୍ଲା କୋଭିଡ ଫଣ୍ଡକୁ ୪୬ ଲକ୍ଷ ଟଙ୍କା ପ୍ରଦାନ କଲେ ଚିତ୍ରକୋଣ୍ଡା ବିଧାୟକ

mahabharatanews

ମୟୁରଭଞ୍ଜ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଦିବସ।

mahabharatanews

ଶାଳିଆ ପ୍ରେସ କ୍ଲବର ବାର୍ଷିକ ଆଲୋଚନା ଚକ୍ର

mahabharatanews