ଓଡିଶା

୫-ଟି ଅଧ୍ୟକ୍ଷଙ୍କ ସମ୍ବଲପୁର ଗସ୍ତ

(ସମ୍ବଲପୁର) : ସମ୍ବଲପୁର ଗସ୍ତରେ ୫-ଟି ଅଧ୍ୟକ୍ଷ । ଦୁଇ ଦିନିଆ ସମ୍ବଲପୁର ଗସ୍ତରେ ଯାଇ ସମଲେଇ ପ୍ରକଳ୍ପର ସମୀକ୍ଷା କରିଛନ୍ତି ୫-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ୍ । ସକାଳୁ ସକାଳୁ ମା ସମଲେଶ୍ୱରୀଙ୍କୁ ଦର୍ଶନ କରିବା ସହିତ ସମଲେଇ ପ୍ରକଳ୍ପର ଶେଷ ସମୀକ୍ଷା କରିଛନ୍ତି ।

ସୂଚନାନୁଯାୟୀ , ଆସନ୍ତା ୨୨ତାରିଖ ସୁଦ୍ଧା ସମସ୍ତ କାର୍ଯ୍ୟଶେଷ ହେବ ସେନେଇ ଆଲୋଚନା କରିଛନ୍ତି । ଅପରପକ୍ଷରେ 27 ତାରିଖରେ ସମଲେଇ ପ୍ରକଳ୍ପ ପୂର୍ବରୁ ସମସ୍ତ କାମ ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତା ୨୭ତାରିଖରେ ସମଲେଇ ପ୍ରକଳ୍ପ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ । ତେଣୁ ଶୀଘ୍ର କାମ ସାରିବାକୁ ଫାଇଭ୍-ଟି ଅଧ୍ୟକ୍ଷ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ମହାନଦୀ ଭ୍ୟୁ ପଏଣ୍ଟ ବୁଲି ଦେଖିବା ସହ ଲୋକଙ୍କ ଠାରୁ ଅଭିଯୋଗ ପତ୍ର ଗ୍ରହଣ କରିଛନ୍ତି ।

Related posts

ବରୀରେ ବାତ୍ୟା ଅମ୍ଫାନର ପ୍ରଭାବ ରାସ୍ତାରେ ଶୋଇଲା ଗଛ ବିଦ୍ୟୁତ୍ ସଂଯୋଗ ବନ୍ଦ

mahabharatanews

ଏଣିକି ଅବସର ନେଇଥିବା ଆଇନଜୀବୀ କିମ୍ବା ଦେହାନ୍ତ ହେବା କ୍ଷେତ୍ରରେ ସହାୟତା ରାଶିରେ ୪୦ ପ୍ରତିଶତ ବୃଦ୍ଧି ହେବ ।

mahabharatanews

ଚୈତ୍ର ମଙ୍ଗଳବାରେ ମାଆଙ୍କ ମନ୍ଦିରରେ ଭକ୍ତଙ୍କ ସମାଗମ

mahabharatanews