ଭାରତ

ଯବାନ ଗୁଳିରେ ଟଳିଲେ ୬ନକ୍ସଲ

(ବିଜାପୁର) : ନିର୍ବାଚନ ଯେତେ ପାଖେଇ ଆସୁଛି ଦିନକୁ ଦିନ ବୃଦ୍ଧି ପାଉଛି ମାଓ ଉପଦ୍ରଵ ।  ଛତିଶଗଡର ବିଜାପୁର ଜିଲ୍ଲାରେ ସୁରକ୍ଷାବାହିନୀ ଏବଂ ନକ୍ସଲମାନଙ୍କ ମଧ୍ୟରେ ଏନକାଉଣ୍ଟର ହୋଇଛି। ଏହି ଏନକାଉଣ୍ଟରରେ ୬ ଜଣ ନକ୍ସଲଙ୍କ ମୃତ୍ୟୁ ଘଟିଛି।

ସୂଚନାନୁଯାୟୀ , ପୁଲିସ କହିଛି ଯେ ଆଜି ସକାଳେ ବିଜାପୁର ଜିଲ୍ଲାରେ ସୁରକ୍ଷାବାହିନୀ ଏବଂ ନକ୍ସଲମାନଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଆଉ ଏହି ସମୟରେ ସୁରକ୍ଷାକର୍ମୀଙ୍କ ସହ ଏନକାଉଣ୍ଟରରେ ଜଣେ ମହିଳାଙ୍କ ସମେତ ୬ ଜଣ ନକ୍ସଲଙ୍କ ମୃତ୍ୟୁ ଘଟିଛି। ବିଜାପୁର ଜିଲ୍ଲାର ଚିକୁରବତି-ପୁସବାକା ନିକଟ ଜଙ୍ଗଲ ଅଞ୍ଚଳରେ ସୁରକ୍ଷା ବାହିନୀ ଏବଂ ନକ୍ସଲମାନଙ୍କ ମଧ୍ୟରେ ଏନକାଉଣ୍ଟର ହୋଇଥିଲା।

Related posts

 ହମାସକୁ ହଟାଇବା ପାଇଁ ଇସ୍ରାଏଲର ସଂକଳ୍ପ

mahabharatanews

ବେଙ୍ଗାଲୁରୁରେ ୧୪୪

mahabharatanews

ରେଳ ନିଯୁକ୍ତି ଦୁର୍ନୀତି ମାମଲା, ଲାଲୁ ଯାଦବଙ୍କ ପୂର୍ବତନ ଓଏସଡି ଗିରଫ

mahabharatanews