ଓଡିଶା

ମୁଡ଼କି ଫ୍ୟାକ୍ଟ୍ରିରେ ଅଚାନକ ଭୟାବହ ଅଗ୍ନିକାଣ୍ଡ 

(ଭୁବନେଶ୍ୱର) : ମୁଡ଼କି ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ । ପଳାଶପଲ୍ଲୀ ପୁନାମା ଗେଟ୍ ନିକଟରେ  ବଡ଼ ଧରଣର ବିସ୍ଫୋରଣ ସହ ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ । ତେଲ କଡ଼େଇରୁ ନିଆଁ ଲାଗିଥିବା ସୂଚନା ମିଳିଛି ।

ସୂଚନାନୁଯାୟୀ , ତେବେ ନିଆଁ ଲିଭା ଉଦ୍ୟମ ଜାରି ରଃକିଥିବା ବେଳେ ପଳାଶପଲ୍ଲୀ ପୁନାମା ଗେଟ ନିକଟରେ ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି। ବଡ଼ ଧରଣର ବିସ୍ଫୋରଣ ସହ ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି । ତେଲ କଡ଼େଇରୁ ନିଆଁ ଲାଗିଥିବା ସୂଚନା ମିଳିଛି। ଖବର ପାଇଁ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭା ଉଦ୍ୟମ ଜାରି ରଖିଛନ୍ତି। ଅଗ୍ନିକାଣ୍ଡରେ ବ୍ୟାପକ କ୍ଷୟକ୍ଷତି ହୋଇଥିବାବେଳେ ବର୍ତ୍ତମାନ ସୁଦ୍ଧା କେହି ମୃତାହତ ହୋଇଥିବା ଜଣାପଡ଼ି ନାହିଁ ।

 

Related posts

ଝାରସୁଗୁଡାର ବ୍ୟବସାୟୀଙ୍କ ଘରୁ ଡକାୟତି ଘଟଣାରେ ନୂଆ ଟ୍ବିଷ୍ଟ

mahabharatanews

ଆଜି ସୁଦ୍ଧା ୫୮,୨୪୯ ଚାଷୀଙ୍କଠାରୁ ୩୯୬୫୪୬୫ କ୍ୱିଣ୍ଟାଲ ଧାନ ସଂଗ୍ରହ

mahabharatanews

ରାଥିବାଲି ଜଳପ୍ରପାତରେ ଅଘଟଣ, ନୂଆ ବର୍ଷ ବୁଲିବାକୁ ଯାଇ ଖସିଗଲା ଗୋଡ଼, ଜଣେ ମୃତ୍ୟୁ

mahabharatanews