ଓଡିଶା

୬ ନକ୍ସଲ ଗିରଫ 

(ମାଲକାନଗିରି) : ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ସୁକମା ପୁଲିସକୁ ମିଳିଛି ବଡ଼ ସଫଳତା। ମାଓ ସଂଗଠନର ୨ ଜଣ ସହଯୋଗୀ ସହ ୪ ଜଣ ନକ୍ସଲକୁ ଗିରଫ କରିଛି ସୁକମା ପୁଲିସ। ତୁରନ୍ତ ସମସ୍ତ ମିଲିସିଆ ଏବଂ ନକ୍ସଲକୁ ଗିରଫ କରାଯାଇଛି। ଏମାନେ କେରଳାପାଲ ଅଂଚଳର ବୋଲି ପୁଲିସ କହିଛି। ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଉଛି।

ସୂଚନାନୁଯାୟୀ , ଲୋକସଭା ନିର୍ବାଚନକୁ ଆଖି ଆଗରେ ରଖି ପୁଲିସ ବିଭିନ୍ନ ସ୍ଥାନରେ କଡା ସୁରକ୍ଷା ବ୍ୟବସ୍ଥା କରିବା ସହ ଯାଞ୍ଚ କରୁଛି। ଡିଆରଜି ଯବାନ ପାଟ୍ରୋଲିଂ କରୁଥିବା ବେଳେ କିଛି ଲୋକଙ୍କ ଉପରେ ସନ୍ଦେହ ହେବାରୁ ସେମାନଙ୍କୁ ତଦନ୍ତ କରିବା ସମୟରେ ସେମାନଙ୍କ ଠାରୁ ମାଓ ସାମଗ୍ରୀ  ଜବତ କରିଛି।

Related posts

ମହା ଆଡମ୍ବରରେ ପାଳନ ହେଲା ପର୍ତ୍ତମାହା ମା ମେରୀଙ୍କ ପର୍ବ

mahabharatanews

ବିଡିଓଙ୍କ ବରଖାସ୍ତକୁ ନେଇ କଲମ ଛାଡ ଆନ୍ଦୋଳନ

mahabharatanews

ଦନ୍ତା ଆକ୍ରମଣରେ ଚାଲିଗଲା ୨ଜୀବନ

mahabharatanews