ଭାରତ

ଦ୍ୱିତୀୟ ପର୍ଯ୍ୟାୟରେ କଂଗ୍ରେସର ୯ ଲୋକସଭା ପ୍ରାର୍ଥୀ

ଆସିଲା କଂଗ୍ରେସର ସାଂସଦ ପ୍ରାର୍ଥୀ ତାଲିକା। ଦ୍ୱିତୀୟ ପର୍ଯ୍ୟାୟରେ କଂଗ୍ରେସ ୯ ଜଣ ଲୋକସଭା ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ପୂର୍ବରୁ ୮ଟି ଲୋକସଭାରେ ପ୍ରାର୍ଥୀ ଘୋଷଣା କରିଥିଲା । ଏନେଇ ଦଳ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି।

ସୂଚନାନୁଯାୟୀ ,ଏଥିରେ କେନ୍ଦୁଝରରୁ ମୋହନ ହେମ୍ବ୍ରମ,ବାଲେଶ୍ୱରରୁ ଶ୍ରୀକାନ୍ତ ଜେନା, ଭଦ୍ରକରୁ ଅନନ୍ତ ପ୍ରସାଦ ସେଠୀ, ଯାଜପୁରରୁ ଅଞ୍ଚଳ ଦାସ, ଢେଙ୍କାନାଳରୁ ସସ୍ମିତା ବେହେରା, କେନ୍ଦ୍ରାପଡ଼ାରୁ ସିଦ୍ଧାର୍ଥ ସ୍ବରୂପ ଦାସ, ଜଗତସିଂହପୁରରୁ ରବୀନ୍ଦ୍ର ସେଠୀ, ପୁରୀରୁ ସୁଚରିତା ମହାନ୍ତି ଏବଂ ଭୁବନେଶ୍ୱରରୁ ୟାସିର ନଓ୍ବାଜଙ୍କୁ ଲୋକ ସଭା ପ୍ରାର୍ଥୀ କରିଛି କଂଗ୍ରେସ। ଏହା ପୂର୍ବରୁ କଂଗ୍ରେସ ଓଡ଼ିଶାର ୮ ଲୋକସଭା ପାଇଁ ପ୍ରାର୍ଥୀ ଘୋଷଣା କରିଥିଲା ।

Related posts

ହରର ଫିଲ୍ମରେ ନଜର ଆସିବେ ପ୍ରଭାସ

mahabharatanews

ଦିଲ୍ଲୀରେ ଆଉ ଲାଗୁ ହେବ ନାହିଁ ଯୁଗ୍ମ-ଅଯୁଗ୍ମ ନିୟମ 

mahabharatanews

୧୫ ବର୍ଷର ଝିଅ ହେଲା ଗର୍ଭବତୀ ! ସାମ୍ନାକୁ ଆସିଲା ପ୍ରକୃତ ସତ

mahabharatanews