ଭାରତ

ପାରଦର୍ଶିତା ପାଇଁ ପଦ୍ମ ପୁରସ୍କାର ପ୍ରଦାନ

(ଦିଲ୍ଲୀ) : ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ପାଇଁ ପଦ୍ମ ପୁରସ୍କାର ପ୍ରଦାନ କରାଯାଇଛି । ରାଷ୍ଟ୍ରପତି ଭବନରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇ ଏହି ପୁରସ୍କାର ପ୍ରଦାନ କରାଯାଇଛି । ପୂର୍ବତନ ଉପରାଷ୍ଟ୍ରପତି ଏସ୍ ଭେଙ୍କେୟା ନାଇଡୁଙ୍କୁ ପଦ୍ମ ବିଭୂଷଣ ସମ୍ମାନରେ ସମ୍ମାନିତ କରାଯାଇଛି ।

ସୂଚନାନୁଯାୟୀ ,ସେହିପରି କଳା କ୍ଷେତ୍ରରେ ଭାରତନାଟ୍ୟମ ନୃତ୍ୟଶିଳ୍ପୀ ପଦ୍ମା ସୁବ୍ରମଣ୍ୟଙ୍କୁ ପଦ୍ମ ବିଭୂଷଣ ପ୍ରଦାନ କରାଯାଇଛି ସେହିପରି ବଲିଉଡ ଅଭିନେତା ମିଥୁନ ଚକ୍ରବର୍ତ୍ତୀ, କଣ୍ଠଶିଳ୍ପୀ ଉଷା ଉଥୁପଙ୍କୁ ପଦ୍ମ ଭୂଷଣରେ ସମ୍ମାନିତ କରାଯାଇଛି । ମେଡିସିନ୍ ପାଇଁ ମନୋହର କ୍ରିଷ୍ଣା, ଟେନିସ ଖେଳାଳି ରୋହନ ବୋପାନ୍ନାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ କରାଯାଇଛି । ଆଜି ରାଷ୍ଟ୍ରପତି ଭବନରେ ଆୟୋଜିତ ଭବ୍ୟ ଉତ୍ସବରେ ପଦ୍ମ ପୁରସ୍କାର ପ୍ରଦାନ କରାଯାଇଛି । ତେବେ ଆପଣଙ୍କୁ ଜଣାଇବା ପାଇଁ ଚାହିଁବୁ ଯେ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ପାଇଁ ପଦ୍ମ ପୁରସ୍କାର ପ୍ରଦାନ କରାଯାଇଥାଏ ।

Related posts

୩ ଦେଶ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ମୋଦୀ

mahabharatanews

ସରିଲା ଦ୍ୱିତୀୟ ପର୍ଯ୍ୟାୟ ପ୍ରଚାର 

mahabharatanews

୨୦ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ସିଦ୍ଧରମୈୟା

mahabharatanews