ଓଡିଶା

ସଜାଇ ହେଉଛି ନରେନ୍ଦ୍ର ପୁଷ୍କରିଣୀ

ଆରମ୍ଭ ହେବ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା । ଏଥି ପାଇଁ ସଜାଇ ହେଉଛି ନରେନ୍ଦ୍ର ପୁଷ୍କରିଣୀ । ଆସନ୍ତା ମାସ ୧୦ରେ ମହାପ୍ରଭୁଙ୍କ ଚନ୍ଦନଯାତ୍ରା ସହ ଅକ୍ଷୟ ତୃତୀୟା । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି । ଆଜି ଚୈତ୍ର ପୂର୍ଣ୍ଣିମାରେ ନରେନ୍ଦ୍ର ପୁଷ୍କରଣୀରୁ ନନ୍ଦା, ଭଦ୍ରା ଓ ବୈଜୟନ୍ତୀଙ୍କ ଚାପ ଡଙ୍ଗା ବାହାର କରାଯାଉଛି ।

ସୂଚନାନୁଯାୟୀ , ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର ପୁଷ୍କରିଣୀରେ ନନ୍ଦା, ଭଦ୍ରା ଓ ବେଜୟନ୍ତୀରେ ଚାପ ଖେଳିବେ ମହରପ୍ରଭୁଙ୍କ ଚଳନ୍ତି ପ୍ରତିମା। ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି।

Related posts

ଭାଲୁ ଆକ୍ରମଣରେ ୪ ଗୁରୁତର 

mahabharatanews

ରାଜ୍ୟର ଚାରୋଟି ସହରରେ ତାପମାତ୍ରା ୧୦ ଡିଗ୍ରୀ ସେଲସିୟସ ତଳକୁ ଖସିଛି

mahabharatanews

ନଭେମ୍ବର ୨୭ରୁ ବିଶ୍ବପ୍ରସିଦ୍ଧ ଐତିହାସିକ ବାଲିଯାତ୍ରା

mahabharatanews