ଓଡିଶା

ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର ପୁଣି ଅସୁସ୍ଥ, ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି

କେନ୍ଦୁଝର: ଓଡିଶାର ବିଶିଷ୍ଠ କାଠି କଣ୍ଢେଇ ନୃତ୍ୟ ଗୁରୁ ତଥା ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର ପୁଣି ଅସୁସ୍ଥ ହୋଇଛନ୍ତି । ତାଙ୍କୁ ଗୁରୁତର ଅବସ୍ଥାରେ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଡାକ୍ତରଖାନାରେ ତାଙ୍କର ଚିକିତ୍ସା ଚାଲିଥିବା ବେଳେ ବର୍ତ୍ତମାନ ତାଙ୍କ ସ୍ୱସ୍ଥ୍ୟବସ୍ଥା ସ୍ଥିର ରହିଥିବା କୁହାଯାଉଛି ।
ସୂଚନା ଅନୁଯାୟୀ , ଏହାପୂର୍ବରୁ ଗତ ଏପ୍ରିଲ ୨ ତାରିଖରେ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହୋଇଥିବାରୁ ତାଙ୍କୁ ଡାକ୍ତର ଖାନାରେ ଭର୍ତ୍ତି କରାଯାଇଥିଲା । ଚିକିତ୍ସା ପରେ ସୁସ୍ଥ ହୋଇ ଘରକୁ ଫେରିଥିଲେ ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର । ଏବେ ପୁଣି ଥରେ ତାଙ୍କ ସ୍ୱାସ୍ଥ୍ୟ ଖରାପ ହୋଇଛି ।

Related posts

ଦୀର୍ଘ ଯନ୍ତ୍ରଣାର ଅନ୍ତ: ୮୮ ବର୍ଷରେ ଇହଲୀଳା ସମ୍ବରଣ କଲେ ପୂର୍ବତନ ବୌଦ୍ଧ ବିଧାୟକ

mahabharatanews

ଖୋଲିଲା ହୀରାକୁଦର ଆଉ ୫ଟି ଗେଟ୍ : ମୋଟ ୩୧ଟି ଗେଟ୍ ଦେଇ ହେବ ଜଳ ନିଷ୍କାସନ

mahabharatanews

ପୋଖରୀରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

mahabharatanews