ଓଡିଶା

ଶ୍ରୀକ୍ରିଷ୍ଣାନଗର ପଡ଼ିଆରେ ଜନସଭା ସମ୍ବୋଧନ କରିବେ ନବୀନ ପଟ୍ଟନାୟକ

(କଳାହାଣ୍ଡି) :  ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଳାହାଣ୍ଡି ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ନବୀନ ଜିଲ୍ଲାର ୭ଟି ନିର୍ବାଚନ ମଣ୍ଡଳୀ ଓ କଳାହାଣ୍ଡି ଲୋକସଭା ନିର୍ବାଚନ ମଣ୍ଡଳୀରେ ବିଜେଡି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ । ଖରିଆର ଓ ଭବାନୀପାଟଣାରେ ମୁଖ୍ୟମନ୍ତ୍ରୀ ଦୁଇଟି ଜନସଭା କରିବାର କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀ ପୂର୍ବାହ୍ନରେ ଭବାନୀପାଟଣାରେ ପହଞ୍ଚିିବେ । ଏହାପରେ ଶ୍ରୀକ୍ରିଷ୍ଣାନଗର ପଡ଼ିଆରେ ଜନସଭା ସମ୍ବୋଧନ କରିବେ ।

ସୂଚନାନୁଯାୟୀ , ନିର୍ବାଚନ ଯେତେ ପାଖେଇ ଆସୁଛି ନେତାଙ୍କ ଆଗମନ ସେତେ ହେଉଥିବାର ଦେଖିବାକୁ ମିଳିଛି ଏହିକ୍ରମରେ ନବୀନ ପଟ୍ଟନାୟକ କଳାହାଣ୍ଡି ଗସ୍ତ କରିଛନ୍ତି । ମୁଖ୍ୟମନ୍ତ୍ରୀ ପୂର୍ବାହ୍ନରେ ଭବାନୀପାଟଣାରେ ପହଞ୍ଚିି ଶ୍ରୀକ୍ରିଷ୍ଣାନଗର ପଡ଼ିଆରେ ଜନସଭା ସମ୍ବୋଧନ କରିବେ ।

Related posts

ସୁନ୍ଦରଗଡ଼ କୁରେଇବଗା ଗାଁରେ ହାତୀ ଆତଙ୍କ

mahabharatanews

ମେ’ ୧୦ ତାରିଖରେ ଝାରସୁଗୁଡାରେ ହେବ ଉପ-ନିର୍ବାଚନ

mahabharatanews

ଓଡ଼ିଶା ଜଙ୍ଗଲରେ କଳା ମହାବଳ ପରିବାର

mahabharatanews