ଓଡିଶା

ଆସନ୍ତାକାଲି କନ୍ଧମାଳ ଯିବେ ମୋଦି 

(ଭୁବନେଶ୍ୱର) :  ୧୧ ତାରିଖରେ ପ୍ରଧାନମନ୍ତ୍ରୀଙ୍କ କନ୍ଧମାଳ ଗସ୍ତ,ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେବେ ମୋଦି । ବିଜେପି ମହଲରେ ଉତ୍ସାହର ଲହରି । ୧୧ ତାରିଖ ଶନିବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କନ୍ଧମାଳ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି । ସେ କନ୍ଧମାଳରେ ଆୟୋଜିତ ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେବେ ।

ସୂଚନାନୁଯାୟୀ ,  କନ୍ଧମାଳ ଜିଲ୍ଲାର ନେତା ଓ କର୍ମୀ ମାନେ ତାଙ୍କୁ ଭବ୍ୟ ସ୍ୱାଗତ କରିବା ପାଇଁ ସମସ୍ତ ପ୍ରକାର ଆୟୋଜନ ଆରମ୍ଭ କରିଦେଇଛନ୍ତି । ବିଜେଡି ସରକାରଙ୍କ ଓଡ଼ିଆ ଭାଷା ପ୍ରୀତି ବର୍ଣ୍ଣନା କରିବାକୁ ଯାଇ ତେରଚ୍ଛା ବାଣ ମାରିଛନ୍ତି ପ୍ରଧାନମନ୍ତ୍ରୀ । ଓଡ଼ିଶା ଲୋକଙ୍କୁ ମାଗଣା ଚିକିତ୍ସା ସୁବିଧା ମିଳିପାରୁନି । ବିଜେଡି ସରକାର ଏଠାରେ ଆୟୁଷ୍ମାନ ଯୋଜନା ଲାଗୁ କରାଉନାହାନ୍ତି । ଲୋକଙ୍କୁ ଚିକିତ୍ସା ମିଳିନପାରିବାର ଦୋଷୀ ଏଠାର ବିଜେଡି ସରକାରର ବୋଲି କହିଥିଲେ ପ୍ରଧାନମନ୍ତ୍ରୀ।

Related posts

ସୁଆଣ୍ଡୋ ପ୍ରକଳ୍ପ ପରିଦର୍ଶନ କଲେ ଜିଲ୍ଲାପାଳ ସମର୍ଥ ବର୍ମା

mahabharatanews

ସତ୍ୟବାଦୀ ବ୍ଳକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଅନୁଷ୍ଠିତ

mahabharatanews

ରାଜ୍ୟରେ ନୂଆ ୧୨୦ କରୋନା ସଂକ୍ରମିତ ଚିହ୍ନଟ

mahabharatanews