ଓଡିଶା

କାଳବୈଶାଖୀ ସମ୍ଭାବନା; ସତର୍କ ସୂଚନା ଜାରି

(ଭୁବନେଶ୍ୱର) : କାଳବୈଶାଖୀ ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ହ୍ରାସ ପାଇଛି। ଗତ ଦୁଇଦିନ ଧରି ଲାଗି ରହିଥିବା କାଳବୈଶାଖୀ ବର୍ଷା, ଝଡ଼ତୋଫାନ ଯୋଗୁଁ କଟକ, ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି ।

ସୂଚନାନୁଯାୟୀ , ଆସନ୍ତା ବୁଧବାର ପର୍ଯ୍ୟନ୍ତ କାଳବୈଶାଖୀର ପ୍ରଭାବ ରହିବ ଏବଂ ଶୁକ୍ରବାର ଆଡ଼କୁ ପୁଣିଥରେ ପାଗ ବଳଦିବାର ସମ୍ଭାବନା ଅଛି ବୋଲି ପାଣିପାଗ ବିଭାଗ କହିଛି। କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ସହିତ ଆଜି ୧୯ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ଆଗାମୀ ଦିନରେ ପାଗ କୋହଲା ରହିବ ବୋଲି ସୂଚନା ମିଳିଛି ।

Related posts

ମୁଖ୍ୟ ବିଚାରପତିଙ୍କ ଦ୍ୱାରା ନୂତନ କୋର୍ଟର ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦଘାଟନ

mahabharatanews

ଶିକ୍ଷକ ଅଭାବକୁ ନେଇ ସ୍କୁଲରେ ତାଲା ପକାଇଲେ ଛାତ୍ରଛାତ୍ରୀ

mahabharatanews

ଅତାବିରା ଏନଏସି ନିର୍ବାଚନରେ ବିଜେଡିର ବିଜୟ : ୨ଟି ୱାର୍ଡରୁ ୧୧ଟିରେ ବିଜେଡି ପ୍ରାର୍ଥୀ ବିଜୟୀ

mahabharatanews