ଭାରତ

ଭୋଟ ଦେଲେ ଅଭିନେତା ଅଲୁ ଅର୍ଜୁନ

(ମୁମ୍ବାଇ) : ଅଭିନେତା ଅଲୁ ଅର୍ଜୁନ ସକାଳେ ତେଲେଙ୍ଗାନାର ଜୁବୁଲି ପାହାଡରେ ଥିବା ଏକ ମତଦାନ କେନ୍ଦ୍ରରେ ଭୋଟ୍ ଦେଇଛନ୍ତି। ସେ ସାଧାରଣ ଭୋଟରଙ୍କ ପରି ଧାଡିରେ ଠିଆ ହୋଇଥିବା ଦେଖିବାକୁ ମିଳିଥିଲା। ବିରୋଧରେ ଆଚରଣ ବିଧି ଉଲ୍ଲଂଘନ ମାମଲା ରୁଜୁ ହୋଇଛି।

ସୂଚନାନୁଯାୟୀ ,ଆନ୍ଧ୍ରପ୍ରଦେଶରେ ସର୍ବାଧିକ ୨୫ଟି ଆସନରେ ଭୋଟିଂ ହେବାକୁ ଥିବା ବେଳେ ତେଲେଙ୍ଗାନରେ ୧୭, ଉତରପ୍ରଦେଶରେ ୧୩, ମହାରାଷ୍ଟ୍ରରେ ୧୧, ପଶ୍ଚିମବଙ୍ଗରେ ୯, ମଧ୍ୟପ୍ରଦେଶରେ ୮, ବିହାରରେ ୫, ଝାଡଖଣ୍ଡ ଏବଂ ଓଡ଼ିଶାରେ ୪ ଟି ଲେଖାଏଁ ଆସନ ଏବଂ ଜାମ୍ମୁ କାଶ୍ମୀରର ଗୋଟଏ ଆସନ ପାଇଁ ମତଦାନ ହେବ । ଏହି ପର୍ଯ୍ୟାୟରେ ଅଖିଳେଶ ଯାଦବ, ମହୁଆ ମୈତ୍ର, ଶତ୍ରୁଘ୍ନ ସିହ୍ନାଙ୍କ ଭଳି ନେତାଙ୍କ ଭାଗ୍ୟ ନିର୍ଧାରଣ ହେବ । ଏପ୍ରିଲ ୧୯ରୁ ଏପର୍ଯ୍ୟନ୍ତ ତିନିଟି ପର୍ଯ୍ୟାୟରେ ମୋଟ ୨୮୫ ଆସନରେ ମତଦାନ ହୋଇସାରିଛି ।

Related posts

ବାତ୍ୟା ‘ମୋକା’ : ୧୦୦ରୁ ଅଧିକ ଲୋକ ନିଖୋଜ

mahabharatanews

ହାଣ୍ଡିଶାଳେ ଲାଗିଛି ନିଆଁ

mahabharatanews

ମଧ୍ୟାହ୍ନ ଭୋଜନ ଖାଇ: ୧୭ ଶିଶୁ ଗୁରୁତର

mahabharatanews