ଓଡିଶା

୩୧ରେ କେରଳ ପହଞ୍ଚିବ ମୌସୁମୀ

(ଭୁବନେଶ୍ୱର) : ଶୀଘ୍ର ଆସିବ ମୌସୁମୀ । ମେ ୩୧ ତାରିଖ ପାଖାପାଖି ମୌସୁମୀ କେରଳ ପହଞ୍ଚିଯିବ । ଯାହାକୁ ନେଇ ଅନ୍ୟ ରାଜ୍ୟମାନଙ୍କରେ ମୌସୁମୀ ଗତିବିଧିକୁ ନେଇ ସୂଚନା ଜାରି କରାଯାଇଛି। ଦେଶରେ ଅସହ୍ୟ ଗୁଳୁଗୁଳି ସହ ଉଚ୍ଚ ତାପମାତ୍ରା ଜନଜୀବନକୁ ଅସ୍ତବ୍ୟସ୍ତ କରିସାରିଲାଣି ।

ସୂଚନାନୁଯାୟୀ , ଅନ୍ୟପଟେ ପାଣିପାଗ ବିଭାଗ କହିଛି କି ଚଳିତ ବର୍ଷ ଦେଶରେ ସାମାନ୍ୟରୁ ଅଧିକ ବର୍ଷା ହୋଇପାରେ । ଏହି କ୍ରମରେ ଦେଶରେ ୮୭ ସେଣ୍ଟିମିଟର ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ‘କୌଣସି ପ୍ରକାର ହିଂସାକୁ ବରଦାସ୍ତ କରାଯିବ ନାହିଁ’ ମୌସୁମୀ ବାୟୁ ମେ’୩୧, ଆଗରୁ ପହଂଚୁଥିବା ବେଳେ ଓଡିଶାରେ ଜୁନ ୧୧ ରୁ ୧୬ ତାରିଖ ମଧ୍ୟରେ ମୌସୁମୀ ବାୟୁ ପହଂଚିବ ବୋଲି ପୂର୍ବାନୁମାନ କରାଯାଇଛି । ଗତବର୍ଷ ଜୁନ ୮ ତାରିଖରେ ମୌସୁମୀ ବାୟୁ କେରଳରେ ପହଂଚିଥିଲା । ମେ ୧୧ ତାରିଖରେ ମୌସୁମୀ ବାୟୁ ପହଂଚିଥିବା ବେଳେ ସବୁଠୁ ବିଳମ୍ବ ୧୯୭୨ ମସିହାରେ ଜୁନ ୧୮ ତାରିଖରେ କେରଳରେ ମୌସୁମୀ ବାୟୁ ପହଂଚିଥିଲା ।

Related posts

ରାଜଧାନୀରୁ ଲଢ଼ିବେ ଶ୍ରୀମୟୀ ମିଶ୍ର

mahabharatanews

ସୁନି ଜାମିଆ ମସଜିଦ ଇସ୍ଲାମ ସଂଘ ଓ ଜିଲ୍ଲା ରେଡ଼କ୍ରସ ତରଫରୁ ରକ୍ତଦାନ ଶିବିର

mahabharatanews

ସନ୍ଧ୍ୟା ୬ଟାରୁ ୧୦.୦୦ଟା ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ପାଇଁ ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ ରହିବ

mahabharatanews