ଓଡିଶା

୨୧, ୨୨ରେ ହିଟୱେଭ୍ ଜାରି

(ଭୁବନେଶ୍ୱର) : ଆଗାମୀ ଦୁଇ ସପ୍ତାହ ପର୍ଯ୍ୟନ୍ତ ଜାରି ରହିବ ଗ୍ରୀଷ୍ମପ୍ରବାହ । ୨୦ ତାରିଖ ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇ ଥିବା ବେଳ ୨୧, ୨୨ ତାରିଖରେ ହିଟୱେଭ୍ ନେଇ ସତର୍କ ସୂଚନା ଜାରି କରାଯାଇଛି । ରାଜ୍ୟର ଗୋଟିଏ ଦୁଇଟି ସ୍ଥାନରେ ତାପମାତ୍ରା ୪୫ ଡିଗ୍ରୀ ଛୁଇଁବ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି ।

ସୂଚନାନୁଯାୟୀ , ବରଗଡ଼, ନୂଆପଡ଼ା, ବଲାଙ୍ଗିର, ସୋନପୁର, ବୌଦ୍ଧ, କନ୍ଧମାଳ, ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୨୧ ତାପିଖ ପାଇଁ ହିଟ୍ ୱେବ ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ନୂଆପଡ଼ା, ବଲାଙ୍ଗିର ପାଇଁ ହିଟ୍ ୱେବ ନେଇ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

Related posts

 ନବୀନ ନିବାସରୁ ଚାଲିଚାଲି ଆସି ଭୋଟ ଦେଲେ ବିଜେଡି ସୁପ୍ରିମୋ  

mahabharatanews

 ବିଷ ପିଇଲେ ଚାଷୀ

mahabharatanews

ହାତୀ ଉପଦ୍ରଵ; ଜଣେ ମୃତ

mahabharatanews